www.samajalive.in
Saturday, December 6, 2025
26.1 C
Bhubaneswar

ଦିଲ୍ଲୀ ବିମାନବନ୍ଦରରେ ବୋମା ଧମକ; ମିଳିଥିଲା ଇମେଲ୍, ଦୁବାଇ ଯାଉଥିଲା ବିମାନ.. 

ନୂଆଦିଲ୍ଲୀ : ଦିଲ୍ଲୀ ବିମାନବନ୍ଦରରେ ଦୁବାଇ ଯିବାକୁ ଥିବା ବିମାନରେ ବୋମା ଥିବା ନେଇ ସୋମବାର ସୂଚନା ମିଳିବା ପରେ ହଇଚଇ ସୃଷ୍ଟି ହୋଇଥିଲା। ୯ଟା ୩୫ରେ ଆଇଜିଆଇ ବିମାନବନ୍ଦରରେ ଡାୟଲ କାର୍ଯ୍ୟାଳୟକୁ ଏକ ଇମେଲ୍ ପଠାଯାଇଥିଲା। ଏହି ଇମେଲରେ ଦିଲ୍ଲୀରୁ ଦୁବାଇ ଯିବାକୁ ଥିବା ବିମାନରେ ବୋମା ଥିବା ନେଇ ଧମକ ମିଳିଥିଲା।

ମାତ୍ର ଆଉ ୨୦ ଦିନ ; ରାହୁ ବଦଳାଇବେ ଏହି ରାଶିଙ୍କ ଭାଗ୍ୟ, ଚାକିରି ଠାରୁ ଆରମ୍ଭ କରି ମିଳିବ ଧନ..

- Advertisement -

ସୂଚନା ମାତ୍ରେ ବିମାନ ବନ୍ଦରରେ ସତର୍କ ସୂଚନା ଜାରି କରାଯାଇଥିଲା। ସୁରକ୍ଷାକର୍ମୀ ଓ ବୋମା ନିଷ୍କ୍ରିୟକାରୀ ଦଳ ବିମାନର ତଲାସି ଆରମ୍ଭ କରିଥିଲେ। ତଲାସି ସମୟରେ କୌଣସି ସନ୍ଦିଗ୍ଧ ଜିନିଷ ମିଳି ନଥିଲା। ପୁଲିସ ମାମଲା ରୁଜୁ କରିବା ସହ ଘଟଣାର ତଦନ୍ତ ଜାରି ରଖିଛି।

ପ୍ରଥମେ ବାପା, ମାଆ ତା’ପରେ ପୁଅ, ଓଦା ଲୁଗା ଶୁଖାଇ ଏକା ସହ ଚାଲିଗଲା ୩ ଜୀବନ..

Hot this week

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

Related Articles

Popular Categories