www.samajalive.in
Sunday, December 7, 2025
23.1 C
Bhubaneswar

ନେଦରଲାଣ୍ଡସରେ ବିବାହ କଲେ ନବୀନଙ୍କ ପୁତୁରା ଅରୁଣ

ଭୁବନେଶ୍ୱର : ବିବାହ ବନ୍ଧନରେ ବାନ୍ଧି ହେଲେ ବିଜେଡି ସୁପ୍ରିମୋ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ପୁତୁରା ଅରୁଣ ପଟ୍ଟନାୟକ। ସୋସିଆଲ ମିଡିଆରେ ଅରୁଣଙ୍କ ବିବାହ ସମୟର ଭିଡିଓ ଓ ଫଟୋ ଭାଇରାଲ ହେଉଛି। ନେଦରଲାଣ୍ଡସରେ ବିବାହ କରିଛନ୍ତି ଅରୁଣ। ନେଦରଲାଣ୍ଡସର ଝିଅ ନାଦିଆଙ୍କୁ ବିବାହ କରିଥିବା ଜଣାପଡିଛି। ଅରୁଣଙ୍କ ଭଉଣୀ ଗାୟତ୍ରୀ ପଟ୍ଟନାୟକ ଏନେଇ ସୂଚନା ଦେଇଛନ୍ତି। ଓଡିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରବାଦ ପୁରୁଷ ସ୍ୱର୍ଗତଃ ବିଜୁ ପଟ୍ଟନାୟକଙ୍କ ନାତି ତଥା ନବୀନ ପଟ୍ଟନାୟକଙ୍କ ବଡ ଭାଇ ପ୍ରେମ ପଟ୍ଟନାୟକଙ୍କ ପୁଅ ହେଉଛନ୍ତି ଅରୁଣ ପଟ୍ଟନାୟକ। ନିକଟରେ ଅରୁଣ ନବୀନ ନିବାସ ଆସିଥିଲେ।

ମାତ୍ର ଆଉ ୨୦ ଦିନ ; ରାହୁ ବଦଳାଇବେ ଏହି ରାଶିଙ୍କ ଭାଗ୍ୟ, ଚାକିରି ଠାରୁ ଆରମ୍ଭ କରି ମିଳିବ ଧନ..

Hot this week

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

Related Articles

Popular Categories