www.samajalive.in
Saturday, December 13, 2025
26.1 C
Bhubaneswar

୨୪ ଘଣ୍ଟାରେ ଏସବୁ ଜିଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର : ପ୍ରବଳ ଖରା, ଅସହ୍ୟ ଗୁଳୁଗୁଳି ପରେ ରାଜଧାନୀ ଭୁବନେଶ୍ୱର ସହ କେତେକ ସ୍ଥାନରେ ଆଶ୍ୱସ୍ତି ଆଣିଛି ଘଡଘଡି ସହ ବର୍ଷା। ଦିନ ପ୍ରାୟ ୨ଟାରେ ରାଜଧାନୀରେ ଘଡଘଡି ସହ ପ୍ରବଳ ବର୍ଷା ହୋଇଛି। ଘଡଘଡି ସହ ବର୍ଷା ନେଇ ୨୩ ଜିଲାକୁ ହଳଦିଆ ସତର୍କ ସୂଚନା ଜାରି କରାଯାଇଛି। ୨୪ ଘଣ୍ଟା ପାଇଁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡା, ଯାଜପୁର, କଟକ, ପୁରୀ, ଖୋର୍ଦ୍ଧା, ଗଞ୍ଜାମ, ଜଗତସିଂହପୁର, ଅନୁଗୁଳ, ବୌଦ୍ଧ, ସୁବର୍ଣ୍ଣପୁର, ନୟାଗଡ, କେନ୍ଦୁଝରକୁ ସତର୍କ ସୂଚନା ଜାରି କରାଯାଇଛି।

ଏହି ଗ୍ରହଙ୍କ ପାଇଁ ପତି-ପତ୍ନୀଙ୍କ ହୋଇଥାଏ କଳହ; ବାସ୍ ଗୋଟିଏ ଛୋଟ ଉପାୟରେ ଦୂର ହୋଇଯିବ ସମସ୍ୟା..

- Advertisement -

 

ମୁକୁଳା ଡ୍ରେନରେ ଭାସିଗଲେ ନାବାଳକ

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories