www.samajalive.in
Saturday, December 6, 2025
15.1 C
Bhubaneswar

କାରକୁ ଧକ୍କା ଦେଇ ବ୍ରିଜ୍‌ରୁ ତଳକୁ ଖସିଲା ଟ୍ରକ୍ : ଜଣେ ମୃତ, ୪ ଗୁରୁତର

କଟକ: କାରକୁ ଧକ୍କା ଦେଇ ବ୍ରିଜ୍‌ରୁ ତଳକୁ ଖସିଲା ଟ୍ରକ୍।  କଟକ ତ୍ରିଶୁଳିଆ କୁଆଖିଆ ନଦୀ ପୋଲ ଉପରେ ଏହି ଦୁର୍ଘଟଣା ଘଟିଛି। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ବର୍ତ୍ତମାନ ପର୍ଯ୍ୟନ୍ତ ମୃତ ମହିଳାଙ୍କ ପରିଚୟ ମିଳିପାରିନାହିଁ। ଦୁର୍ଘଟଣାରେ ଆହତ ହୋଇଥିବା ୪ ଗୁରୁତରଙ୍କୁ କଟକ ଏସସିବି ମେଡିକାଲରେ ଭର୍ତ୍ତି କରାଯାଇଛି। ତେବେ ଏହି କାରରେ କିଛି ସିରିଏଲ କଳାକାର ଥିବା ଜଣାପଡିଛି। ପରେ ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories