www.samajalive.in
Sunday, December 7, 2025
26.1 C
Bhubaneswar

ଜୁଲାଇ ୮ରେ ଖୋଲିବ ରତ୍ନଭଣ୍ଡାର

ପୁରୀ: ଶ୍ରୀମନ୍ଦିର ରତ୍ନଭଣ୍ଡାରକୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଆସନ୍ତା ଜୁଲାଇ ୮ ତାରିଖରେ ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲାଯିବ। ବୁଧବାର ଏ ନେଇ ସୂଚନା ଦେଇଛନ୍ତି ଭାରତୀୟ ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ ସଂସ୍ଥା (ଏଏସଆଇ) ଅଧୀକ୍ଷକ ଡି. ବି. ଗଡ଼଼ନାୟକ। ରତ୍ନଭଣ୍ଡାର ବାହାର ପାର୍ଶ୍ବ କାନ୍ଥ ଲେଜର ସ୍କାନିଂ କରାଯାଇଛି। ରତ୍ନଭଣ୍ଡାର ଅନୁଧ୍ୟାନ କରାଯିବା ପରେ ତାହାର ମରାମତି କରାଯିବ।

ସୂଚନାଯୋଗ୍ୟ, ନିର୍ବାଚନ ପୂର୍ବରୁ ବିଜେପି ରତ୍ନଭଣ୍ଡାର ଚାବି ହଜିବା ପ୍ରସଙ୍ଗକୁ ଗୁରୁତ୍ୱ ଦେଇ ଆସିଥିଲା। ରାଜ୍ୟରେ ବିଜେପି ସରକାର ଗଢ଼ିଲେ ରତ୍ନଭଣ୍ଡାର ଖୋଲାଯିବା ସହିତ ଚାବି ହଜିବା ଘଟଣାର ତଦନ୍ତ କରାଯିବ। ତଦନୁଯାୟୀ ବିଜେପି ସରକାର ଗଠନ କରିବା ପରେ ଏହି ପଦକ୍ଷେପ ନେଇଥିବା କୁହାଯାଉଛି।

Hot this week

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

Related Articles

Popular Categories