www.samajalive.in
Tuesday, December 9, 2025
17.1 C
Bhubaneswar

ସନ୍ଧ୍ୟା ୬ଟା ମୁଖ୍ୟ ଖବର

ନବୀନ ପଟ୍ଟନାୟକ ବିରୋଧୀ ଦଳ ନେତା.. ପ୍ରସନ ଆଚାର୍ଯ୍ୟ ଉପ ନେତା..

ପ୍ରମିଳା ମଲ୍ଲିକ ମୁଖ୍ୟ ସଚେତକ ଓ ପ୍ରତାପ ଦେବ ଉପ ମୁଖ୍ୟ ସଚେତକ.. ଘୋଷଣା କଲେ ବିଜେଡି ସଭାପତି ନବୀନ ପଟ୍ଟନାୟକ..

- Advertisement -

ଆଜି ସଂଧ୍ୟାରେ ବସିବ କଂଗ୍ରେସ ବିଧାୟକ ଦଳ ବୈଠକ.. ଏହି ବୈଠକରେ ଅଧ୍ୟକ୍ଷତା କରିବେ ପ୍ରଦେଶ କଂଗ୍ରେସ କମିଟିର ସଭାପତି ଶରତ ପଟ୍ଟନାୟକ..

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ମିଳିଲାନି ଆଶ୍ବସ୍ତି.. କେଜ୍ରିୱାଲଙ୍କ ନ୍ୟାୟିକ ହେପାଜତକୁ ଜୁଲାଇ ୩ ପର୍ଯ୍ୟନ୍ତ ବୃଦ୍ଧି କଲେ ଦିଲ୍ଲୀର ରାଉସ୍ ଆଭେନ୍ୟୁ କୋର୍ଟ..

କୁଏତ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୧୨.୫ ଲକ୍ଷ ଟଙ୍କା ଲେଖାଏଁ ଦେବେ କୁଏତ ସରକାର..

ଓଏସଏସଟିଇଟି ପରୀକ୍ଷା ଫଳ ପ୍ରକାଶ.. www.bseodisha.ac.inରେ ପରୀକ୍ଷା ଫଳ ପ୍ରକାଶ..

ସିଏମ୍‌‌ଓରୁ ୨୨ ଜଣ ଓଏସଏସ ଅଧିକାରୀଙ୍କୁ କରାଗଲା ଅପସାରଣ.. ନିଜ ବିଭାଗକୁ ହେଲେ ବଦଳି..

ଜୁଲାଇ ୮ରେ ଖୋଲିବ ଶ୍ରୀମନ୍ଦିର ରତ୍ନ ଭଣ୍ଡାର.. ଏଏସଆଇ ସୁପରିଟେଣ୍ଡେଣ୍ଟ ଡି.ବି. ଗଡ଼ନାୟକଙ୍କ ସୂଚନା.. ପ୍ରଥମେ ରତ୍ନଭଣ୍ଡାର ସ୍ୱତନ୍ତ୍ର ଟିମ୍‌‌ କରିବ ଅନୁଧ୍ୟାନ.. ଅନୁଧ୍ୟାନ ପରେ ରତ୍ନଭଣ୍ଡାର ମରାମତି କରାଯିବ..

ବାଲେଶ୍ଵରରେ କର୍ଫ୍ୟୁ କଟକଣା ଭାଙ୍ଗିବା ଅଭିଯୋଗରେ ୩୦ ଅଟକ..

ବିଧାନସଭାରେ ବିଜେପି ବିଧାୟକ ଦଳ ବୈଠକ ଶେଷ.. ସୁରମା ପାଢୀ ବିଜେପିର ବାଚସ୍ପତି ପ୍ରାର୍ଥୀ..

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories