www.samajalive.in
Wednesday, December 10, 2025
16.1 C
Bhubaneswar

ଶିଶୁ ଉପରକୁ ଚଢିଗଲା ଅହିରାଜ, ଛାତି ଥରାଇଦେବ ଏହି ଭିଡିଓ

ନୂଆଦିଲ୍ଲୀ : ସାମାଜିକ ଗଣମାଧ୍ୟମରେ ପ୍ରତିଦିନ ଅନେକ ଭିଡିଓ ଭାଇରାଲ ହୋଇଥାଏ । ଏଥିରୁ କିଛି ଏମିତି ଭିଡିଓ ଥାଏ ଯାହା ସମସ୍ତଙ୍କୁ ଚକିତ କରିଥାଏ । ଆଉ କିଛି ଭିଡିଓ ସମସ୍ତଙ୍କ ଛାତି ଥରାଇଦିଏ । ଏମିତି ଏକ ସାପର ଭିଡିଓ ଏବେ ଭାଇରାଲ ହେଉଛି ଯାହା ଦେଖିଲେ ଆପଣଙ୍କ ଲୋମ ଟାଙ୍କୁରି ଯିବ ।

- Advertisement -

ଭାଇରାଲ ହେଉଥିବା ଏହି ଭିଡିଓରେ ଦେଖାଯାଉଛି କି ଏକ ଅହିରାଜ ସାପ ଓ ନେଉଳ ମଧ୍ୟରେ ଲଢେଇ ଚାଲିଛି । ଏହା ମଧ୍ୟରେ ସାପଟି ନିଜକୁ ରକ୍ଷା କରିବାକୁ ଏକ ଘର ଆଡକୁ ମାଡି ଆସୁଛି । ଏହି ସମୟରେ ସେଠାରେ ଥିବା ଏକ ଝୁଲାରେ କୁନି ପିଲା ଉପରକୁ ଚଢିଯାଉଛି ସାପ । ଭିଡିଓଟି ଏବେ ସାମାଜିକ ଗଣମାଧ୍ୟମରେ ଭାଇରାଲ ହେବାରେ ଲାଗିଛି । ତେବେ ଭିଡିଓଟି କେବେକାର ଏବଂ କେଉଁ ସ୍ଥାନର ସେ ସମ୍ପର୍କରେ କୌଣସି ସୂଚନା ମିଳିପାରିନି ।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories