www.samajalive.in
Sunday, December 14, 2025
19.1 C
Bhubaneswar

୬୬ବର୍ଷରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ସମାଜ ଡିଜିଟାଲ ଡେସ୍କ: ଆଜି ୬୬ବର୍ଷରେ ପାଦ ଦେଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ।୧୯୫୮ ମସିହା ଆଜିର ଦିନରେ ସେ ମୟୂରଭଞ୍ଜ ଜିଲାର ଉପରବେଡାଠାରେ ଜନ୍ମଗ୍ରହଣ କରିଥିଲେ। ଆଦିବାସୀ ଅଧ୍ୟୁଷିତ ରାଇରଙ୍ଗପୁରରୁ ରାଇସିନା ହିଲରେ ପହଞ୍ଚି ମହିଳାଙ୍କ ପାଇଁ ସେ ପାଲଟିଛନ୍ତି ଅନନ୍ୟ ଉଦାହରଣ। ଦେଶର ପ୍ରଥମ ଆଦିବାସୀ ରାଷ୍ଟ୍ରପତି ଭାବେ ଆସନ ଅଳଙ୍କୃତ କରିଛନ୍ତି। ଦ୍ରୌପଦୀ ମୁର୍ମୁ ଜଣେ ଏଭଳି ମଣିଷ ଯିଏକି କଠିନ ପରିଶ୍ରମ ଓ ଅନେକ ବାଧାବିଘ୍ନ ଅତିକ୍ରମ କରି ଆଜି ପ୍ରଥମ ନାଗରିକ ଭାବେ ଉଭା ହୋଇଛନ୍ତି। ଓଡ଼ିଶା ରାଜନୀତିରୁ ଝାଡଖଣ୍ଡର ରାଜ୍ୟପାଳ ଏବଂ ପରେ ରାଷ୍ଟ୍ରପତି ହୋଇଛନ୍ତି। ୨୦୨୨ ମସିହା ରାଷ୍ଟ୍ରପତି ନିର୍ବାଚନ ଜିତିବା ପରେ ସେ ପ୍ରଥମ ଆଦିବାସୀ ଏବଂ ଦ୍ୱିତୀୟ ମହିଳା ଭାବେ ଦେଶର ସର୍ବୋଚ୍ଚ ଆସନରେ ବସିଛନ୍ତି। ଆଜି ତାଙ୍କ ଜନ୍ମଦିନ ଅବସରରେ ଛୁଟୁଛି ଶୁଭେଚ୍ଛାର ସୁଅ।

Hot this week

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

Related Articles

Popular Categories