www.samajalive.in
Friday, December 5, 2025
17.1 C
Bhubaneswar

ବଜ୍ରପାତରେ ଗାଈ ଚରାଳିଙ୍କ ମୃତ୍ୟୁ

ଗୁରୁଡ଼ିଝାଟିଆ: ଆଠଗଡ଼ ଥାନା ଅନ୍ତର୍ଗତ ଚମ୍ପାପୁର ନିକଟରେ ବଜ୍ରପାତ ଯୋଗୁ ଜଣେ ଗାଈଚରାଳିଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ନାମ ବାବୁଲି ଦେହୁରୀ(୫୮) ଓ ତାଙ୍କ ଘର କଣ୍ଡରେଇ ପଞ୍ଚାୟତର ଡାଳୁଆ ଗ୍ରାମରେ। ଗତ ବୁଧବାର ସେ ଚମ୍ପାପୁର ନିକଟରେ ଗାଈ ଚରାଉଥିବାବେଳେ ବଜ୍ରପାତ ହୋଇଥିଲା। ଏଥିରେ ସେ ଚେତାଶୂନ୍ୟ ହୋଇପଡ଼ିଥିଲେ। ତାଙ୍କୁ ଚିକିତ୍ସା ପାଇଁ ଆଠଗଡ଼ ଚିକିତ୍ସାଳୟକୁ ନିଆଯାଇଥିଲା। ହେଲେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

Hot this week

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

Related Articles

Popular Categories