www.samajalive.in
Saturday, December 6, 2025
26.1 C
Bhubaneswar

ବିଶ୍ୱ ରକ୍ତଶିକୁଳି ଦିବସ ପାଳିତ

ଫୁଲବାଣୀ: ସ୍ଥାନୀୟ ସରକାରୀ ସ୍ୱୟଂଶାସିତ ମହାବିଦ୍ୟାଳୟ ପରିସରରେ ବିଶ୍ୱ ରକ୍ତଶିକୁଳି ଦିବସ ପାଳିତ ହୋଇଯାଇଛି। ମହାବିଦ୍ୟାଳୟର ଅଧ୍ୟକ୍ଷ ଡ଼. ସୁବାସ ଚନ୍ଦ୍ର ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ୟ୍ୟକ୍ରମରେ ଜାତୀୟ ସେବା ଯେଜାନା ଅଧିକାରୀ ବି.ବେହେରା, ଯୁବ ରେଡ଼କ୍ରସ କାଉନସେର ଡ଼ଃ. ଅଭିପ୍ସା ବଳ ପ୍ରମୁଖ ଯୋଗଦେଇ ବିଶ୍ୱ ରକ୍ତଶିକୁଳି ଦିବସ ଉପରେ ଆଲୋକପାତ କରିଥିଲେ। ଏହି ଅବସରରେ ମହାବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କୁ ନେଇ ବକୃତା ଓ କଳା ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ବିଚାରକ ଭାବେ ଡ଼.ସୁନିଲ୍‌‌ କୁମାର, ଡଃ. ଜିତେନ୍ଦ୍ର କୁମାର ପ୍ରଧାନ, ଡ଼ଃ ଶରତ କୁମାର ରାଉତ, ଡ଼.ସୁନିଲ୍‌‌ କୁମାର ସେନାପତି ପ୍ରମୁଖ ସାମିଲ୍‌‌ ହୋଇ କୃତିମାନଙ୍କୁ ପୁରସ୍କୃତ କରିଥିଲେ।

Hot this week

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

Related Articles

Popular Categories