www.samajalive.in
Sunday, December 7, 2025
26.1 C
Bhubaneswar

ବିହାର ସରକାରଙ୍କୁ ହାଇକୋର୍ଟରୁ ବଡ଼ ଝଟ୍‌କା, ବଢିବନି ସଂରକ୍ଷଣ ସୀମା

ପାଟନା: ସଂରକ୍ଷଣ ପ୍ରସଙ୍ଗରେ ବିହାର ସରକାରଙ୍କୁ ଏକ ବଡ ଝଟ୍‌କା ଦେଇଛନ୍ତି ପାଟନା ହାଇକୋର୍ଟ। ଜାତିଭିତ୍ତିକ ଜନଗଣନା ପରେ ବିହାର ସରକାରଙ୍କ ଦ୍ଵାରା ସଂରକ୍ଷଣ ସୀମା ବୃଦ୍ଧି କରିବା ନିଷ୍ପତ୍ତିକୁ ରଦ୍ଦ କରି ଦେଇଛନ୍ତି ଅଦାଲତ। ପାଟନା ହାଇକୋର୍ଟଙ୍କ ନିଷ୍ପତ୍ତି ପରେ ବିହାରରେ ପୂର୍ବରୁ ଧାର୍ଯ୍ୟ ହୋଇଥିବା ସଂରକ୍ଷଣ ସୀମା ହିଁ ଲାଗୁ ରହିବ। ଜାତିଭିତ୍ତିକ ଜନଗଣନା ପରେ ରାଜ୍ୟରେ ସଂରକ୍ଷଣ ସୀମା ବୃଦ୍ଧି କରାଯାଇଥିଲା। ବିହାରରେ ସଂରକ୍ଷଣ ସୀମା ୫୦ ପ୍ରତିଶତରୁ ୬୫ ପ୍ରତିଶତକୁ ବୃଦ୍ଧି କରାଯାଇଥିଲା, ଯାହା ବର୍ତ୍ତମାନ ହାଇକୋର୍ଟଙ୍କ ଦ୍ୱାରା ବାତିଲ ହୋଇଛି।

 

Hot this week

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

Related Articles

Popular Categories