www.samajalive.in
Friday, December 5, 2025
17.1 C
Bhubaneswar

ଡ୍ରେନରେ ପଡି ନାବାଳକ ମୃତ୍ୟୁ ଘଟଣା : ରିପୋର୍ଟ ଦେଲା ବିଏମସି

ଭୁବନେଶ୍ୱର: ଡ୍ରେନରେ ପଡି ନାବାଳକ ମୃତ୍ୟୁ ଘଟଣାରେ ନଗର ଉନ୍ନୟନ ବିଭାଗକୁ ରିପୋର୍ଟ ଦେଇଛି ଭୁବନେଶ୍ୱର ମହାନଗର ନିଗମ। ରିପୋର୍ଟରେ ଡ୍ରେନେଜ ବିଭାଗର ଅଧିକାରୀଙ୍କୁ ଦାୟୀ କରିଛି ବିଏମସି। ଡ୍ରେନ କାମ ନେଇ ସେହି ସମୟରେ ଡ୍ରେନଜ ବିଭାଗର କାର୍ଯ୍ୟରତ ଅଧିକାରୀଙ୍କୁ ଦାୟୀ କରିଛି ବିଏମସି। ସେହିପରି ଜେଇଙ୍କୁ କାରଣ ଦର୍ଶାଅ ନୋଟିସ୍‌‌ ମଧ୍ୟ ଜାରି କରିଛି ବିଏମସି। ବୁଧବାର ଘଟଣା ସମ୍ପର୍କରେ ରିପୋର୍ଟ ମାଗିଥିଲେ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର। ମଙ୍ଗଳବାର ଦିନ ପ୍ରବଳ ବର୍ଷା ବେଳେ ଭୁବନେଶ୍ୱରରେ ଡ୍ରେନରେ ଭାସିଯାଇ ନାବାଳଙ୍କ ମୃତ୍ୟୁ ହୋଇଥିଲା।

Hot this week

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

Related Articles

Popular Categories