www.samajalive.in
Monday, December 8, 2025
24.1 C
Bhubaneswar

ମୌସୁମୀ ଅଗ୍ରସର ; ୨୩ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ବର୍ଷା

ଭୁବନେଶ୍ୱର : ତାତି, ଗୁଳୁଗୁଳିରୁ ମିଳିବ ଆଶ୍ୱସ୍ତି। ରାଜ୍ୟରେ ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ ଅଗ୍ରସର ହେଉଛି। ମୌସୁମୀ ବାୟୁ ଅଗ୍ରସର ପାଇଁ ପାଗ ଅନୁକୂଳ ଥିବା ନେଇ ଗୁରୁବାର ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ମୌସୁମୀ ଅଗ୍ରସର ସତ୍ତେ୍ୱ ୩ ଜିଲା ପାଇଁ ଗ୍ରୀଷ୍ମ ପ୍ରବାହର ସତର୍କ ସୂଚନା ଜାରି କରାଯାଇଛି। ବାଲେଶ୍ୱର, ମୟୁରଭଞ୍ଜ, ବଲାଙ୍ଗୀରରେ ଗ୍ରୀଷ୍ମ ପ୍ରବାହ ସତର୍କ ସୂଚନା ଜାରି କରାଯାଇଛି। ୨୩ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ଘଡଘଡି ସହ ହାଲୁକାରୁ ମଧ୍ୟମ ବର୍ଷା ହେବ।

୫ ଜୁନ ମହାପ୍ରଭୁଙ୍କ ବନକଲାଗି ନୀତି ; ସର୍ବସାଧାରଣ ଦର୍ଶନ ବନ୍ଦ..

Hot this week

ମୋ ପୁଅ ବୋହୁଙ୍କ ପାଖରେ କେହି ଅଟକି ନଥିଲେ କି ପାଣି ଦେଇ ନଥିଲେ

ସମାଜ ଲାଇଭ ଡ଼େସ୍କ : ଗତ ସପ୍ତାହରେ ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଘଟିଥିବା...

ପୁଟିନଙ୍କ ପରେ ଦିଲ୍ଲୀ ଆସିବେ ଜେଲେନସ୍କି!

ସମାଜ ଡିଜିଟାଲ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସଫଳ ଦିଲ୍ଲୀ...

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

Related Articles

Popular Categories