www.samajalive.in
Monday, December 8, 2025
24.1 C
Bhubaneswar

ଖରା,ଗୁଳୁଗୁଳି ପାଇଁ ଆଉ ଦିନେ ହେବ ସକାଳୁଆ ସ୍କୁଲ୍

ଭୁବନେଶ୍ୱର : ଆଉ ଦିନକ ପାଇଁ ବଢିଲା ସକାଳୁଆ ସ୍କୁଲ୍। ଶୁକ୍ରବାର ବି ହେବ ସକାଳୁଆ ସ୍କୁଲ୍। ଶୁକ୍ରବାର ସକାଳ ୬ଟା ୩୦ରୁ ଦିନ ୧୦ଟା ୩୦ ପର୍ଯ୍ୟନ୍ତ ସ୍କୁଲ ହେବ। ଏନେଇ ଗୁରୁବାର ବିଦ୍ୟାଳୟ ଓ ଗଣ ଶିକ୍ଷା ବିଭାଗ ପକ୍ଷରୁ ସୂଚନା ମିଳିଛି। ଖରା ଓ ଗୁଳୁଗୁଳିକୁ ନଜରରେ ରଖି ଆଉ ଦିନେ ବଢିଲା ସକାଳୁଆ ସ୍କୁଲ। ଜୁନ୍ ୨୨ ଠାରୁ ସମସ୍ତ ସ୍କୁଲ ସ୍ୱଭାବିକ ଭାବେ ପରିଚାଳନା କରାଯିବ।

ଆସନ୍ତାକାଲି ୧୧ଟା ଯାଏଁ ଜଗା ଦର୍ଶନ ବନ୍ଦ

ମୌସୁମୀ ଅଗ୍ରସର ; ୨୩ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ବର୍ଷା

- Advertisement -

Hot this week

ମୋ ପୁଅ ବୋହୁଙ୍କ ପାଖରେ କେହି ଅଟକି ନଥିଲେ କି ପାଣି ଦେଇ ନଥିଲେ

ସମାଜ ଲାଇଭ ଡ଼େସ୍କ : ଗତ ସପ୍ତାହରେ ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଘଟିଥିବା...

ପୁଟିନଙ୍କ ପରେ ଦିଲ୍ଲୀ ଆସିବେ ଜେଲେନସ୍କି!

ସମାଜ ଡିଜିଟାଲ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସଫଳ ଦିଲ୍ଲୀ...

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

Related Articles

Popular Categories