www.samajalive.in
Monday, December 15, 2025
16.1 C
Bhubaneswar

ରାଜଧାନୀରେ ମହିଳାଙ୍କୁ ଅପରହରଣ!, ଚନ୍ଦକା ଥାନାରେ ଅଭିଯୋଗ

ଭୁବନେଶ୍ବର: ରାଜଧାନୀ ଭୁବନେଶ୍ବରରେ ମହିଳାଙ୍କୁ ଅପହରଣ କରାଯାଇଥିବା ଅଭିଯୋଗ ହୋଇଛି। ଚନ୍ଦକା ଥାନା ଅଞ୍ଚଳରୁ ମହିଳାଙ୍କୁ ଅପହରଣ କରାଯାଇଥିବା ଅଭିଯୋଗ କରାଯାଇଛି। ଗତକାଲି ଘରୁ ବାହାରକୁ ଯାଇ ଆଉ ଫେରି ନ ଥିବା ସୂଚନା ଦିଆଯାଇଛି। ଅପହରଣକାରୀ କୋଟିଏ ଟଙ୍କା ମାଗିଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି। ଫୋନ କଲ କରି ଟଙ୍କା ମାଗିଥିବା ଚନ୍ଦକା ଥାନାରେ ଅଭିଯୋଗ ହୋଇଛି।

Hot this week

ହରିୟାଣା ରାଜପଥରେ ଏକାଧିକ ଦୁର୍ଘଟଣା

ଚଣ୍ଡିଗଡ଼: ଘନ କୁହୁଡି ଯୋଗୁଁ ହରିୟାଣାର ୫୨ ନମ୍ବର ରାଜପଥରେ ରବିବାର...

ଆଜିର ରାଶିଫଳ ; ସରକାରଙ୍କ ପ୍ରିୟପାତ୍ର ହୋଇପାରନ୍ତି ଆପଣ

ମେଷ : ଇନ୍ଦ୍ରୀୟ ଲାଳସା ନିର୍ବାପିତ କରିବାରେ ସିଦ୍ଧହସ୍ତ ହୋଇପାରନ୍ତି। ଧର୍ମଧ୍ବଜାଧାରୀ...

ଦିଲ୍ଲୀ ବାୟୁମଣ୍ଡଳ ସ୍ଥିତି ଉଦ୍‌ବେଗଜନକ: ଏକାଧିକ ସ୍ଥାନରେ ଏକ୍ୟୁଆଇ ୫୦୦ ଛୁଇଁଲା

ନୂଆଦିଲ୍ଲୀ: ବିଗତ କିଛି ଦିନ ଧରି ଦିଲ୍ଲୀ ସମେତ ସମଗ୍ର ଏନ୍‌ସିଆରରେ...

ପ୍ରେମରେ ବିଫଳ ପ୍ରେମିକର ଉନ୍ମତକାଣ୍ଡ: ପ୍ରେମିକା ସହ ନିଜ ବେକ କାଟିଦେଲା

ଫୁଲବାଣୀ: ପ୍ରେମରେ ବିଫଳ ହେବାପରେ ପ୍ରେମିକ ଘଟାଇଛି ଉନ୍ମତ୍ତକାଣ୍ଡ। ଛୁରିରେ ପ୍ରେମିକା...

ନାବାଳିକା ଝିଅକୁ ମା’ର ବଳି ଉଦ୍ୟମ !

ଜୟପୁର: କୋରାପୁଟ ଜିଲା ଜୟପୁର ଜଳସେଚନ କଲୋନୀ ତଳି ଅଞ୍ଚଳରେ ନାବାଳିକା...

Related Articles

Popular Categories