www.samajalive.in
Saturday, December 6, 2025
15.1 C
Bhubaneswar

କଳିଙ୍ଗ ଷ୍ଟାଡିୟମରେ ଯୋଗ ଦିବସ: ସାମିଲ ହେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି

ଭୁବନେଶ୍ୱର: ଆଜି ପାଳିତ ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ। କଳିଙ୍ଗ ଷ୍ଟାଡିୟମରେ ରାଜ୍ୟସ୍ତରୀୟ ଯୋଗ ଦିବସ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ତାଙ୍କ ସହିତ କ୍ରୀଡା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ ଓ ମୁଖ୍ୟ ଶାସନ ସଚିବ ସାମିଲ ହୋଇଥିଲେ। କଳିଙ୍ଗ ଷ୍ଟାଡିୟମରେ ଜନ ସାଧାରଣଙ୍କ ସହ ଯୋଗ କରିଥିଲେ ମୁଖ୍ୟମନ୍ତ୍ରୀ। ଯୋଗ କେବଳ ଶରୀର ପାଇଁ ନୁହେଁ ବରଂ ମାନସିକ ଶାନ୍ତି ଓ ଏକାଗ୍ରତା ପାଇଁ ଯୋଗ ଗୁରୁତ୍ୱପୂର୍ଣ୍ଣ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ସାରା ଓଡ଼ିଶାରେ ଯୋଗ ଦିବସ ପାଳନ କରାଯାଉଥିବାରୁ ଖୁସିବ୍ୟକ୍ତ କରିଛନ୍ତି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories