www.samajalive.in
Saturday, December 6, 2025
19.1 C
Bhubaneswar

ଅପରାହ୍ଣ ୪ଟା ମୁଖ୍ୟ ଖବର

ଆସନ୍ତାକାଲି ସ୍ନାନପୂର୍ଣ୍ଣିମା: ୧୦୮ଗରା ସୁବାସିତ ଜଳରେ ସ୍ନାନ କରିବେ ମହାପ୍ରଭୁ..

ପୁରୀରେ କାଲି ଶୃଙ୍ଖଳିତ ନୀତି ଓ ଦର୍ଶନ ବ୍ୟବସ୍ଥା ଉପରେ ଗୁରୁତ୍ୱ ଦିଆଯାଇଛି..

- Advertisement -

ପିସିସି ସଭାପତି ଶରତ ପଟ୍ଟନାୟକଙ୍କୁ କାଳିମାଡ..

କଂଗ୍ରେସ ଭବନରେ ପଶି କାଳିମାଡ କଲେ ଅସନ୍ତୁଷ୍ଟ ଗୋଷ୍ଠୀ..

ଝାରସୁଗୁଡା ପୂର୍ବତନ ବିଧାୟିକା ଦୀପାଳି ଦାସଙ୍କ ଆବେଦନକୁ ଗ୍ରହଣ କଲେ ନିର୍ବାଚନ ଆୟୋଗ, ଯାଞ୍ଚ ହେବ ଇଭିଏମ..

ଅରବିନ୍ଦ କେଜ୍ରିୱାଲଙ୍କୁ ଝଟକା..

ପୁଣି ବଢିଲା ସୁନା ଦାମ୍ ; ଜାଣନ୍ତୁ ୨୨ କ୍ୟାରେଟ୍ ଦାମ୍ କେତେ..

ତଳ କୋର୍ଟ ଜାମିନ ପ୍ରଦାନ କରିଥିବା ବେଳେ ଆଜି ହାଇକୋର୍ଟରେ ରୋକ..

ମାମଲା ଶୁଣାଣି ପର୍ଯ୍ୟନ୍ତ ସାମୟକି ସ୍ଥଗିତ..

ଦୈନିକ ଲୋକଙ୍କ ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ..

ଅନ୍ତର୍ଜାତୀୟ ଯୋଗ ଦିବସ..

ରାଜ୍ୟର ବିଭିନ୍ନ ସ୍ଥାନରେ ଚାଲିଛି ଯୋଗ କାର୍ଯ୍ୟକ୍ରମ..

ଦେଶ, ବିଦେଶ ଓ ରାଜ୍ୟସ୍ତରରେ ସ୍ବତନ୍ତ୍ର କାର୍ଯ୍ୟକ୍ରମ ପାଳନ ହେଉଛି..

କଳିଙ୍ଗ ଷ୍ଟାଡିୟମରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ..

ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲଘୁଚାପ..

୨୬ରୁ ୨୮ମଧ୍ୟରେ ଲଘୁଚାପ ସମ୍ଭାବନା..

ପ୍ରଭାବରେ ଓଡ଼ିଶାରେ ବଢିବ ବର୍ଷାର ପରିମାଣ..

ଆଜି ଦକ୍ଷିଣ ଓଡ଼ିଶାରେ କିଛି ଅଞ୍ଚଳରେ ବର୍ଷା ସମ୍ଭାବନା..

ବୁଧ ହେବେ ଉଦୟ ; ଏହି ୫ ରାଶିଙ୍କୁ ମିଳିବ ଧନ ହିଁ ଧନ, ଚାକିରି, ହେବ ବିବାହ..

ଦୈନିକ ଲୋକଙ୍କ ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

Hot this week

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

ଜନ୍ମଦିନ ପାଳନ ପାଇଁ ମୋବାଇଲ ଲୁଟ୍‌

ଫୁଲବାଣୀ: ଏକ ମୋବାଇଲ ଲୁଟ କରି ଆକ୍ରମଣ କରିବା ଘଟଣାରେ ଫୁଲବାଣୀ...

ଜୟସୱାଲଙ୍କ ଶତକ: ମ୍ୟାଚ ସହ ସିରିଜ ଜିତିଲା ଭାରତ, ହିଟ୍‌ମ୍ୟାନଙ୍କ ନୂଆ ରେକର୍ଡ

ସମାଜଲାଇଭ ଡେସ୍କ: ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩ୟ ଦିନିକିଆ ମ୍ୟାଚ ସହିତ...

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

Related Articles

Popular Categories