www.samajalive.in
Saturday, December 13, 2025
27.1 C
Bhubaneswar

ଯୋଗ ଦ୍ୱାରା ଦେହ ସୁସ୍ଥ ରହିବା ସହ ଆୟୁଷ ଓ ବଳ ବୃଦ୍ଧି ପାଇଥାଏ

ଭୁବନେଶ୍ୱର : ବିଶ୍ୱ ଯୋଗ ଦିବସ ଅବସରରେ ଭାରତୀୟ ଯୋଗ ସଂସ୍ଥାନ ଓ ଭାରତ ପେଟ୍ରୋଲିୟମର ମିଳିତ ସହଯୋଗରେ ଭୁବନେଶ୍ୱର ସହିଦ୍‌ନଗର ସ୍ଥିତ ଇମଫା ପାର୍କଠାରେ ସ୍ୱତନ୍ତ୍ର ଯୋଗ ଶିବିର ଆୟୋଜିତ କରାଯାଇଛି । ଯୋଗ କେବଳ ଏକ ଶାରିରୀକ ବ୍ୟାୟାମ ନୁହେଁ ବରଂ ଶାରୀରକୁ ନୂତନ ଶକ୍ତି ଯୋଗାଇବା ସହ ଶରୀରକୁ ଫିଟ୍ ରଖିଥାଏ । ସାମ୍ପ୍ରତିକ ଚାପଗ୍ରସ୍ତ ଦୁନିଆରେ ଯୋଗର ମହତ୍ୱ ବେଶ୍ ପ୍ରାସଙ୍ଗିକତା ରହିଛି । ଭାରତର ପ୍ରାଚୀନ ସଂସ୍କୃତିରୁ ଆସିଥିବା ଏହି ଯୋଗ ପରମ୍ପରାକୁ ବିଶ୍ୱସ୍ତରରେ ଆପଣା ଯିବା ଉଚିତ୍ ।

ଯୋଗ ଦ୍ୱାରା ଦେହ ସୁସ୍ଥ ରହିବା ସହ ଆୟୁଷ ଓ ବଳ ବୃଦ୍ଧି ପାଇଥାଏ ବୋଲି ଭାରତୀୟ ଯୋଗ ସଂସ୍ଥାନ, ଇମ୍ଫା ପାର୍କ ମୁଖ୍ୟ ପ୍ରଦୀପ ପ୍ରଧାନ ମତପ୍ରକାଶ କରିଥିଲେ । ଏହି କାର୍ଯ୍ୟକ୍ରମରେ ଭାରତୀୟ ଯୋଗସଂସ୍ଥାନର ସଦସ୍ୟ ନମିତା ପାଲି, ପ୍ରଦ୍ୟୁତ୍ ଜୀ,ଅଭିନାଶ,ସନାତନ,ଦିପିକା, ଅରୁଣ୍‌ ଜୀ, ସୋନିଲି,ଜ୍ୟୋତି, କନ୍ଦର୍ପ ଜୀ ପ୍ରମୁଖ ଉପସ୍ଥିତ ରହି ଯୋଗ ଅଭ୍ୟାସ କରିବା ସହ ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ କରିଥିଲେ।

Hot this week

ସିମ୍ ବାଇଣ୍ଡିଂ କ’ଣ? ଯାହାକୁ ନେଇ ଚିନ୍ତାରେ…

ନୂଆଦିଲ୍ଲୀ : ଦୂରସଞ୍ଚାର ବିଭାଗ ହ୍ୱାଟ୍ସଆପ୍, ଟେଲିଗ୍ରାମ୍, ସିଗନାଲ୍ ଏବଂ ସ୍ନାପଚାଟ୍...

କ୍ଷମା ମାଗିଲେ ମମତା

ସମାଜ ଲାଇଭ ଡ଼େସ୍କ : ମେସିଙ୍କ ଗସ୍ତ ପରେ କଲକାତା ସଲ୍ଟ...

ଆଜି ଭୁବନେଶ୍ୱର ଆସୁଛନ୍ତି ଅକ୍ଷୟ କୁମାର

ଭୁବନେଶ୍ୱର :ବଲିଉଡର ଖିଲାଡୀ ଷ୍ଟାର ଅକ୍ଷୟ କୁମାର ଆଜି ଓଡ଼ିଶା ଆସୁଛନ୍ତି...

କିସ୍‌ରେ କେମିତି ହେଲା ଛାତ୍ର ଙ୍କ ମୃତ୍ୟୁ ? ସାଂଘାତିକ ଅଭିଯୋଗ ଆଣିଲେ ପରିବାର…

କେନ୍ଦୁଝର: ଭୁବନେଶ୍ଵର କିସ୍‌ରେ ଆଦିବାସୀ ଛାତ୍ରର ମୃତ୍ୟୁ ନେଇ କେନ୍ଦୁଝର ଜିଲାପାଳଙ୍କ...

ମହାନଦୀକୁ ହତ୍ୟା ଷଡ଼ଯନ୍ତ୍ର ଚାଲିଛି- ପ୍ରସନ୍ନ

ଭୁବନେଶ୍ୱର: ମହାନଦୀ ପ୍ରସଙ୍ଗର ବିରୋଧୀଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟଙ୍କ ବଡ ବୟାନ...

Related Articles

Popular Categories