www.samajalive.in
Tuesday, December 9, 2025
16.1 C
Bhubaneswar

ନିଟ୍‌-ପିଜି ପ୍ରବେଶିକା ସ୍ଥଗିତ

ନୂଆଦିଲ୍ଲୀ: ଏନ୍‌ଟିଏ (ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି) ଦ୍ବାରା ପରିଚାଳିତ ଡାକ୍ତରୀ ପ୍ରବେଶିକା ପରୀକ୍ଷା ନିଟ୍‌-ୟୁଜି ପରୀକ୍ଷାରେ ପ୍ରଶ୍ନପତ୍ର ପ୍ରଘଟକୁ ନେଇ ବିବାଦ ଲାଗିରହିଥିବାବେଳେ କେନ୍ଦ୍ର ସରକାର ଶନିବାର ନିଟ୍‌-ପିଜି (ସ୍ନାତକୋତ୍ତର ଡାକ୍ତରୀ ଶିକ୍ଷା) ପ୍ରବେଶିକା ପରୀକ୍ଷାକୁ ଶେଷ ମୁହୂର୍ତ୍ତରେ ସ୍ଥଗିତ ରଖିଛନ୍ତି। ଜୁନ୍‌ ୨୩, ରବିବାର ଏହି ପରୀକ୍ଷା ହେବାର ଥିଲା। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ନିଟ୍‌-ପିଜି ପ୍ରବେଶିକା ପରୀକ୍ଷା ପରିଚାଳନା ବ୍ୟବସ୍ଥାର ସମୀକ୍ଷା କରିବା ଓ ସତର୍କତାମୂଳକ ପଦକ୍ଷେପ ଉଦ୍ଦେଶ୍ୟରେ ଉପରୋକ୍ତ ନିଷ୍ପତ୍ତି ଗ୍ରହଣ କରିଛି। ପରୀକ୍ଷା ସମ୍ପର୍କରେ ସରକାର ପରବର୍ତ୍ତୀ ସମୟରେ ନିଷ୍ପତ୍ତି ଘୋଷଣା କରିବେ ବୋଲି ପ୍ରକାଶିତ ବିଜ୍ଞପ୍ତିରେ କୁହାଯାଇଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories