www.samajalive.in
Sunday, December 14, 2025
26.1 C
Bhubaneswar

ଧର୍ମାନୁଷ୍ଠାନରେ ଗୁଳିମାଡ: ୧୫ ମୃତ

ନୂଆଦିଲ୍ଲୀ: ଋଷିଆର ଦାଗେସ୍ତାନରେ ବଡ ଅଘଟଣ। ଏକ ଧର୍ମାନୁଷ୍ଠାନରେ ଆଖିବୁଜା ଗୁଳିମାଡ ହୋଇଛି। ୫ ଦୁର୍ବୃତ୍ତଙ୍କ ଗୁଳିମାଡରେ ୧୫ଜଣ ପୁଲିସ୍ କର୍ମଚାରୀ ନିହତ ହୋଇଥିବା ସୂଚନା ମିଳିଛି। ଗୁଳିମାଡରେ ଆଉ ୧୨ ପୁଲିସ୍ କର୍ମଚାରୀ ଆହତ ମଧ୍ୟ ହୋଇଛନ୍ତି। ଗୁଳିମାଡ କରିବା ସହ ଦୁର୍ବୃତ୍ତମାନେ ଧର୍ମାନୁଷ୍ଠାନରେ ନିଆଁ ମଧ୍ୟ ଲଗାଇଦେଇଥିଲେ। ସେପଟେ ପୁଲିସର ପ୍ରତିଆକ୍ରମଣରେ ୫ ଦୁର୍ବୃତ୍ତଙ୍କ ମଧ୍ୟ ମୃତ୍ୟୁ ଘଟିଥିବା ସୂଚନା ମିଳିଛି।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories