www.samajalive.in
Saturday, December 6, 2025
14.1 C
Bhubaneswar

ଆରମ୍ଭ ହେଲା ସଂସଦର ସ୍ୱତନ୍ତ୍ର ଅଧିବେଶନ: ସାଂସଦ ଭାବେ ଶପଥ ନେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ନୂଆଦିଲ୍ଲୀ: ଆରମ୍ଭ ହୋଇଛି ସଂସଦର ସ୍ୱତନ୍ତ୍ର ଅଧିବେଶନ। ପ୍ରଥମେ ସାଂସଦ ଭାବେ ଶପଥ ନେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ପ୍ରଧାନମନ୍ତ୍ରୀଙ୍କୁ ଶପଥ ପାଠ କରାଇଲେ କାମଚଳା ବାଚସ୍ପତି ଭର୍ତ୍ତୃହରି ମହତାବ। ଗୃହକାର୍ଯ୍ୟ ପରିଚାଳନା କରୁଛନ୍ତି କାମଚଳା ବାଚସ୍ପତି ଭର୍ତ୍ତୃହରି ମହତାବ। ପ୍ରଧାନମନ୍ତ୍ରୀଙ୍କ ପରେ ପରେ ଅନ୍ୟ ସମସ୍ତ ସାଂସଦମାନେ ମଧ୍ୟ ଶପଥ ଗ୍ରହଣ କରୁଛନ୍ତି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories