www.samajalive.in
Saturday, December 6, 2025
15.1 C
Bhubaneswar

ସାଂସଦ ଭାବେ ଓଡ଼ିଆରେ ଶପଥ ନେଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ଜୁଏଲ ଓରାମ

ନୂଆଦିଲ୍ଲୀ: ନୂଆ ସଂସଦ ଭବନରେ ଓଡ଼ିଆରେ ଶପଥ ନେଲେ ଦୁଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ଜୁଏଲ ଓରାମ। ଆଜି ସଂସଦର ସ୍ୱତନ୍ତ୍ର ଅଧିବେଶନ ଆରମ୍ଭ ହେବା ମାତ୍ରେ ପ୍ରଥମେ ସାଂସଦ ଭାବେ ଶପଥ ନେଇଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। କାମଚଳା ବାଚସ୍ପତି ଭର୍ତ୍ତୃହରି ମହତାବ ନବ ନିର୍ବାଚିତ ସାଂସଦମାନଙ୍କୁ ଶପଥ ପାଠ କରାଇଛନ୍ତି। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ଜୁଏଲ ଓରାମ ନିଜ ମାତୃଭାଷା ଓଡ଼ିଆରେ ଶପଥ ପାଠ କରିଛନ୍ତି। ଦୁଇ ଦିନ ଧରି ଶପଥ ଗ୍ରହଣ କାର୍ଯ୍ୟକ୍ରମ ଚାଲିବ। ଏହାପରେ ୨୬ରେ ବାଚସ୍ପତି ନିର୍ବାଚନ ଅନୁଷ୍ଠିତ ହେବ।

- Advertisement -

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories