www.samajalive.in
Sunday, December 7, 2025
23.1 C
Bhubaneswar

ବାଚସ୍ପତି ରେସ୍: ଚର୍ଚ୍ଚାରେ ୪ ଚେହେରା, ଆଜି ପ୍ରାର୍ଥୀ ଘୋଷଣା

ନୂଆଦିଲ୍ଲୀ: କିଏ ହେବେ ବାଚସ୍ପତି, କାହାକୁ ମିଳିବ ଗୁରୁତ୍ଵପୂର୍ଣ୍ଣ ବାଚସ୍ପତି ପଦ। ସମୟ ଯେତେ ବଢୁଛି କଳ୍ପନା ଜଳ୍ପନା ସେତେ ବଢିବାରେ  ଲାଗିଛି। ଆସନ୍ତାକାଲି ଲୋକସଭା ବାଚସ୍ପତି ନିର୍ବାଚନ ଅନୁଷ୍ଠିତ ହେବ। ଏ ନେଇ ଏନଡିଏ ଘୋଷଣା କରିପାରେ ବାଚସ୍ପତି ପ୍ରାର୍ଥୀଙ୍କ ନାଁ। ସୋମବାର ମଧ୍ୟରାତ୍ରି ଯାଏଁ ଦିଲ୍ଲୀରେ ଗୃହମନ୍ତ୍ରୀ ଅମିତ୍ ଶାହା , ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା ବାଚସ୍ପତି ନିର୍ବାଚନକୁ ନେଇ ଆଲୋଚନା କରିଥିଲେ। ତେବେ ଏସବୁ ଚର୍ଚ୍ଚା ଭିତରେ ରହିଛି ୪ ବରିଷ୍ଠ ସାଂସଦଙ୍କ ନାଁ। ଗତ ଥରର ବାଚସ୍ପତି ଓମ୍ ବିର୍ଲା , ବର୍ତ୍ତମାନର କାମଚଳା ବାଚସ୍ପତି ତଥା କଟକ ସାଂସଦ ଭର୍ତ୍ତୁହରି ମହତାବ, ବରିଷ୍ଠ ବିଜେପି ନେତା ରାଧାମୋହନ ସିଂ, ଏବଂ ଆନ୍ଧ୍ରପ୍ରଦେଶ ବିଜେପି ସଭାପତି ଡି.ପୁରେନ୍ଦେଶ୍ଵରୀ । ଏମାନଙ୍କ ମଧ୍ୟରୁ କାହାକୁ ବାଚସ୍ପତି କରାଯିବ , ନା ନୂଆ ନାଁ ସାମ୍ନାକୁ ଆସିବ । ତା ଉପରେ ସମସ୍ତଙ୍କ ନଜର ରହିଛି।

Hot this week

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

Related Articles

Popular Categories