www.samajalive.in
Monday, December 15, 2025
16.1 C
Bhubaneswar

ପ୍ରବାସୀ ଶ୍ରମିକଙ୍କ ପାଇଁ ଆଇନ ସଚେତନତା ଶିବିର

ସମ୍ବଲପୁର: ସମ୍ବଲପୁର ଜିଲା ଆଇନ ସେବା ପ୍ରାଧିକରଣ ତରଫରୁ ପ୍ରବାସୀ ଶ୍ରମିକ ମାନଙ୍କ ପାଇଁ ଏକ ଆଇନ ସଚେତନତା ଶିବିର ଆୟୋଜିତ ହୋଇଯାଇଛି। ସ୍ଥାନୀୟ ପରମାଣପୁର ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ଠାରେ ମଙ୍ଗଳବାର ଆୟୋଜିତ କାର୍ଯ୍ୟକ୍ରମରେ ପ୍ରାଧିକରଣ ସଚିବ ସୌମ୍ୟା ପ୍ରଧାନ ଏବଂ ସହଯୋଗୀ ଶ୍ରମ ଅଧିକାରୀ ପ୍ରଚେଶ କୁମାର ହୋତା ଯୋଗ ଦେଇ ପ୍ରବାସୀ ଶ୍ରମିକଙ୍କ ବିଭିନ୍ନ ପ୍ରସଙ୍ଗରେ ଶ୍ରମିକ ମାନଙ୍କୁ ସଚେତନ କରରାଇଥିଲେ। ଏଥି ସହ ଆଇନରେ ଥିବା ବିଭିନ୍ନ ସୁବିଧା ଗୁଡିକୁ କିଭଳି ରୂପେ ଲାଭ ନେଇ ପାରିବେ ତାହା ଉପରେ ମଧ୍ୟ ସଚେତନ କରିଥିଲେ। କାର୍ଯ୍ୟକ୍ରମର ଶେଷ ପର୍ଯ୍ୟାୟରେ ଶ୍ରମିକ ମାନଙ୍କୁ ଶ୍ରମ କାର୍ଡ ମଧ୍ୟ ବଣ୍ଟନ କରାଯାଇଥିଲା।

Hot this week

ମୁମ୍ବଇରେ ମେସି ମାନିଆ

ମୁମ୍ବଇ : ବିଶ୍ବବିଜେତା ଆର୍ଜେଣ୍ଟିନା ଫୁଟ୍‌ବଲ ଦଳର ଅଧିନାୟକ ଲିଓନେଲ୍ ମେସି...

ମେସିଙ୍କୁ ଜର୍ସି ଉପହାର ଦେଲେ ସଚିନ

ମୁମ୍ବଇ :କ୍ରିକେଟ୍ କିମ୍ବଦନ୍ତୀ ସଚିନ ତେନ୍ଦୁଲକରଙ୍କୁ କ୍ରିକେଟ ଜଗତର ସବୁଠାରୁ ବଡ...

ବର୍ଦ୍ଧିତ ବେତନ ଦାନ କରିବେ ବରଗଡ଼ ବିଧାୟକ

ବରଗଡ଼ : ଓଡ଼ିଶା ସରକାର ବିଧାୟକ ଓ ମନ୍ତ୍ରୀମାନଙ୍କ ଦରମା ବୃଦ୍ଧି...

ରାସ୍ତାକଡରୁ ରକ୍ତ ଜୁଡୁବୁଡୁ ମୃତଦେହ ଠାବ

ବିନିକା : ବିନିକା ଡୁଙ୍ଗୁରିପାଲି ଥାନା ଖୁଣ୍ଟପାଲି ଗାଁ ନିକଟରେ ଅଭାବନୀୟ...

ଜାତିସଂଘ ଶିବିର ଉପରେ ଡ୍ରୋନ୍‌ ମାଡ଼: ସୁଦାନରେ ୬ ବାଂଲାଦେଶୀ ଯବାନ ମୃତ

ଖାର୍ଟୁମ: ଆଫ୍ରିକୀୟ ରାଷ୍ଟ୍ର ସୁଦାନରେ ଥିବା ଜାତିସଂଘ ଶିବିର ଉପରେ ଡ୍ରୋନ୍‌...

Related Articles

Popular Categories