www.samajalive.in
Saturday, December 6, 2025
26.1 C
Bhubaneswar

ଆଖିବୁଜା ଗୁଳିମାଡ, ୫ ମୃତ : ଗୁଳିମାଡ ପରେ ନିଜକୁ ଗୁଳି କରି ଆତ୍ମହତ୍ୟା କଲା ଦୁର୍ବୁତ୍ତ

ନୂଆଦିଲ୍ଲୀ: ଆମେରିକାର ଉତ୍ତର ଲସ୍ ବେଗାସରେ ଅଘଟଣ। ଏକ ଆପାର୍ଟମେଣ୍ଟ ପରିସରରେ ପଶି ଆଖିବୁଜା ଗୁଳିମାଡ କରିଛି ଦୁର୍ବୁତ୍ତ। ଏଥିରେ ୫ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଜଣେ ନାବାଳିକା ଗୁରୁତର ହୋଇଥିବା ସୂଚନା ମିଳିଛି। ଗୁଳିମାଡ କରିବା ପରେ ନିଜକୁ ଗୁଳି କରି ଦୁର୍ବୁତ୍ତ ଜଣକ ଆତ୍ମହତ୍ୟା  କରିଥିବା ଜଣାପଡିଛି। ପରେ ଖବର ପାଇ ସ୍ଥାନୀୟ ପୁଲିସ୍ ପହଞ୍ଚି ଅଧିକ ଛାନଭିନ୍ ଜାରି ରଖିଛି।

Hot this week

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

Related Articles

Popular Categories