www.samajalive.in
Saturday, December 6, 2025
16.1 C
Bhubaneswar

ଲାଲକୃଷ୍ଣ ଆଡଭାନୀ ଅସୁସ୍ଥ: ଦିଲ୍ଲୀ ଏମ୍ସରେ ଭର୍ତ୍ତି

ନୂଆଦିଲ୍ଲୀ: ବରିଷ୍ଠ ବିଜେପି ନେତା ଲାଲକୃଷ୍ଣ ଆଡଭାନୀ ଅସୁସ୍ଥ। ତାଙ୍କୁ ଦିଲ୍ଲୀ ଏମ୍ସରେ ଭର୍ତ୍ତି କରାଯାଇଛି। ୯୬ ବର୍ଷୀୟ ଆଡଭାନୀଙ୍କୁ ବୁଧବାର ଦିଲ୍ଲୀ ଏମ୍ସରେ ଭର୍ତ୍ତି କରାଯାଇଛି। ତାଙ୍କର ସ୍ଵାସ୍ଥ୍ୟବସ୍ଥା ବର୍ତ୍ତମାନ ସ୍ଥିର ଥିବା ଦିଲ୍ଲୀ ଏମ୍ସ ପକ୍ଷରୁ ସୂଚନା ମିଳିଛି। ବାର୍ଦ୍ଧକ୍ୟ ଜନିତ ସମସ୍ୟା ଯୋଗୁଁ ସେ ଗତ କିଛି ଦିନ ହେବ ଅସୁସ୍ଥ ରହିଛନ୍ତି। ବୁଧବାର ରାତିରେ ସ୍ଵାସ୍ଥ୍ୟବସ୍ଥାରେ ଅସୁସ୍ଥତା ପରିଲକ୍ଷିତ ହେବାରୁ ତାଙ୍କୁ ପରିବାର ଲୋକ ମେଡିକାଲରେ ଭର୍ତ୍ତି କରିଛନ୍ତି। ତେବେ ଅଟଳ ବିହାରୀ ବାଜପେୟୀଙ୍କ ସରକାରରେ ଲାଲକୃଷ୍ଣ ଆଡଭାନୀ ଥିଲେ ଉପପ୍ରଧାନମନ୍ତ୍ରୀ। ଚଳିତବର୍ଷ ତାଙ୍କୁ ଭାରତ ରତ୍ନ ସମ୍ମାନରେ ସମ୍ମାନୀତ କରାଯାଇଥିଲା।

Hot this week

ପଦ୍ମଭୂଷଣ ଡ. ରାଧାନାଥ ରଥଙ୍କ ୧୨୯ ତମ ଜୟନ୍ତୀ: ସେମାନଙ୍କ ଦୃଷ୍ଟିରେ ବାବୁଜୀ

ପ୍ରେରଣାର ଉତ୍ସ ଡକ୍ଟର ରଥ ଦୀର୍ଘକାଳ ଧରି ଓଡ଼ିଶାର ସାଧାରଣ ଜୀବନ ସହିତ...

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

Related Articles

Popular Categories