www.samajalive.in
Sunday, December 14, 2025
26.1 C
Bhubaneswar

ଦୁର୍ଘଟଣାରେ ବାଇକ ଚାଳକଙ୍କ ମୃତ୍ୟୁ

ଫୁଲବାଣୀ: କନ୍ଧମାଳ ଜିଲ୍ଲା ଖଜୁରୀପଡାସ୍ଥିତ ପେଟ୍ରୋଲପମ୍ପ ରାସ୍ତା ମଶାଣି ନିକଟରେ ଦୁଇ ମୋଟର ସାଇକେଲ ମଧ୍ୟରେ ଦୁର୍ଘଟଣା ଘଟି ଦଳପଡା ଗ୍ରାମପଞ୍ଚାୟତ ବାଦ୍ରିପାଜୁ ଗ୍ରାମର ସହଦେଵ କହଁର ନାମକ ଯୁବକଙ୍କ ମୃତ୍ୟୁ ଘଟିଛି। ଦୁର୍ଘଟଣାରେ ଆହତ ହୋଇଥିବା ସହଦେବଙ୍କୁ ଚିକିତ୍ସା ପାଇଁ ଫୁଲବାଣୀ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିଲା।

ଏହି ଦୁର୍ଘଟଣାରେ ଅନ୍ୟ ଦୁଇଜଣ ଆହତ ହୋଇଛନ୍ତି। ସେମାନଙ୍କୁ ଖଜୁରୀପଡା ଅଗ୍ନିଶମ କର୍ମଚାରୀମାନେ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଛନ୍ତି। ଉଭୟଙ୍କୁ ପ୍ରଥମେ ଖଜୁରୀପଡା ଡାକ୍ତରଖାନାରେ ଚିକିତ୍ସା କରାଯାଇ ଅଧିକ ଚିକିତ୍ସା ପାଇଁ ଜିଲ୍ଲା ମୁଖ୍ୟ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା। ମୃତଦେହ ବ୍ୟବଚ୍ଚେଦ ଫରେ ପରିବାରକୁ ହସ୍ତାନ୍ତର କରାଯିବ ବୋଲି ପୁଲିସ ସୂତ୍ରରୁ ସୂଚନା ମିଳିଛି।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories