www.samajalive.in
Friday, December 12, 2025
15.1 C
Bhubaneswar

ସକ୍ରିୟ ମୌସୁମୀ ; ୫ ଦିନ ପର୍ଯ୍ୟନ୍ତ ଲାଗି ରହିବ ବର୍ଷା, ଏସବୁ ଜିଲାରେ ପ୍ରବଳ ବର୍ଷିବ..

ଭୁବନେଶ୍ୱର : ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ସକ୍ରିୟ ମୌସୁମୀ ପ୍ରଭାବରେ ଜାରି ରହିଛି ବର୍ଷା। ୨୪ ଘଣ୍ଟାରେ ସାରା ରାଜ୍ୟରେ ବର୍ଷା ନେଇ ସତର୍କ ସୂଚନା ଜାରି କରାଯାଇଛି। ଆଗାମୀ ୫ ଦିନ ପର୍ଯ୍ୟନ୍ତ ଲାଗି ରହିବ ବର୍ଷା।
ଖୋର୍ଦ୍ଧା , ଗଞ୍ଜାମକୁ ଅତି ପ୍ରବଳ ବର୍ଷା ପାଇଁ ହଳଦିଆ ସତର୍କ ସୂଚନା ଜାରି କରାଯାଇଛି।

ଦେଖନ୍ତୁ ଭିଡିଓ ; ବର୍ଷାରେ ନାଚୁଥିଲେ ଯୁବତୀ, ହଠାତ୍ ମାରିଲା ବିଜୁଳି, ଆଉ ତା’ପରେ..

- Advertisement -

ପୁରୀ ଓ କନ୍ଧମାଳକୁ ମଧ୍ୟ ଅତି ପ୍ରବଳ ବର୍ଷା ନେଇ ହଳଦିଆ ସତର୍କ ସୂଚନା ଜାରି କରାଯାଇଛି। ରାୟଗଡା, କଳାହାଣ୍ଡି, ମାଲକାନଗିରିରେ ବର୍ଷା ପାଇଁ ସତର୍କ ସୂଚନା ଜାରି କରାଯାଇଛି। ସେହିପରି ଅନୁଗୁଳ, ଢେଙ୍କାନାଳ, ନୟାଗଡ, କଟକରେ ପ୍ରବଳ ବର୍ଷା ପାଇଁ ସତର୍କ ସୂଚନା ଜାରି କରାଯାଇଛି। ଗଜପତି, କୋରାପୁଟ, ନବରଙ୍ଗପୁରରେ ମଧ୍ୟ ପ୍ରବଳ ବର୍ଷା ହେବ। ଗତ ୨୪ ଘଣ୍ଟାରେ ୮ଟି ସ୍ଥାନରେ ପ୍ରବଳ ବର୍ଷା ହୋଇଛି। ଅନ୍ୟ କିଛି ସ୍ଥାନରେ ଘଡଘଡି ବିଜୁଳି ସହ ବର୍ଷା ହେବ। ୨୯ ଓ ୩୦ ତାରିଖରେ ମଧ୍ୟ ବର୍ଷା ହେବ। କୋରାପୁଟରେ ୧୫୨ ମି.ମି ବର୍ଷା ରେକର୍ଡ କରାଯାଇଛି।

ଅତ୍ୟଧିକ ଝାଳ ବୋହିବା ଦେଇଥାଏ ଏହି ମାରାତ୍ମକ ରୋଗର ହେବାର ସଙ୍କେତ..

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories