www.samajalive.in
Saturday, December 6, 2025
15.1 C
Bhubaneswar

ପୁଣି ତେଜିଲା କଂଗ୍ରେସ କନ୍ଦଳ: ପିସିସି ସଭାପତି ପଦରୁ ଇସ୍ତଫା ଦିଅନ୍ତୁ

ଭୁବନେଶ୍ୱର: ନିର୍ବାଚନ ପରେ ପିସିସି ସଭାପତି ଶରତ ପଟ୍ଟନାୟକଙ୍କୁ ପଦ ଛାଡିବା ପାଇଁ କହିଛନ୍ତି ଦଳର ବରିଷ୍ଠ ନେତା । ନିକଟରେ ହୋଇଥିବା ସାଧାରଣ ନିର୍ବାଚନରେ ରାଜ୍ୟରେ କଂଗ୍ରେସର ଶୌଚନୀୟ ପରାଜୟ ପାଇଁ ପିସିସି ସଭାପତିଙ୍କୁ ଦାୟୀ କରାଯାଇଛି । ନିର୍ବାଚନରେ ନିଜେ ମଧ୍ୟ ଶୌଚନୀୟ ଭାବେ ହାରିଛନ୍ତି । ପିସିସି ସଭାପତି ହାରିବା ପରେ ପଦରୁ ଇସ୍ତଫା ଦେଇ ଦେବା ଉଚିତ ବୋଲି ବରିଷ୍ଠ ନେତା ପଞ୍ଚାନନ କାନୁନଗୋ କହିଛନ୍ତି ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories