www.samajalive.in
Friday, December 5, 2025
20.1 C
Bhubaneswar

ଜୁନ୍‍ ୩ରୁ କାର୍ଯ୍ୟରେ ଯୋଗ ଦେଇଛନ୍ତି ଆଶିଷ ସିଂହ- ପୁଲିସ ଡିଜି

ଭୁବନେଶ୍ୱର: ଆଇପିଏସ୍‍ ଆଶିଷ ସିଂହଙ୍କୁ ନେଇ ମୁହଁ ଖୋଲିଛନ୍ତି ପୁଲିସ ଡିଜି । ସେ କହିଛନ୍ତି ଯେ ଗତ ଜୁନ ୩ତାରିଖରୁ କାର୍ଯ୍ୟରେ ଯୋଗଦାନ କରିଛନ୍ତି । ଏମିତିକି ଗତ ୧୭ତାରିଖରେ ପୁଲିସ ଡିଜି କ୍ୟାମ୍ପ ଅଫିସରେ ହୋଇଥିବା ଆଇନ ସଂଶୋଧନ ବୈଠକରେ ଯୋଗ ଦେଇଥଲେ ଆଶିଷ । ସେ ତାଙ୍କର ଡ୍ୟୁଟି ଯୋଗଦାନ ରିପୋର୍ଟ ଏସଆଇଡବ୍ଲ୍ୟୁରେ ଦେଇଛନ୍ତି । ସମନ୍ୱୟ ଅଭାବରୁ ଚିଠିଟି ବୋଧହୁଏ ଗୃହ ବିଭାଗକୁ ଯାଇପାରିନାହିଁ । ଏବେ ଗୃହ ବିଭାଗକୁ ଏନେଇ ଅବଗତ କରାଯାଇଥିବା ଡିଜିପି ଅରୁଣ ଷଡଙ୍ଗୀ ସୂଚନା ଦେଇଛନ୍ତି । ସୂଚନା ଅନୁଯାୟୀ ନିର୍ବାଚନ ପ୍ରକ୍ରିୟା ଆରମ୍ଭ ହେଲା ପରେ ଆଶିଷ ସିଂହ ବିବାଦରେ ରହି ଆସିଛନ୍ତି । ସେ ସିଧାସଳଖ ଶାସକ ଦଳ ପାଇଁ କାମ କରୁଥିବା ନିର୍ବାଚନ କମିଶନଙ୍କ ନିକଟରେ ଅଭିଯୋଗ ହୋଇଥିଲା ।

 

Hot this week

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

Related Articles

Popular Categories