www.samajalive.in
Saturday, December 6, 2025
15.1 C
Bhubaneswar

ଖଲ୍ଲିକୋଟ ଡାକ୍ତରଖାନାରେ ଅଗ୍ନିକାଣ୍ଡ

ସମାଜ ଡିଜିଟାଲ ଡେସ୍କ: ଗଞ୍ଜାମ ଜିଲା ଖଲ୍ଲିକୋଟ ଡାକ୍ତରଖାନାରେ ଅଗ୍ନିକାଣ୍ଡ ଘଟିଥିବା ନେଇ ସୂଚନା ମିଳିଛି। ଡାକ୍ତରଖାନାର ଉପର ମହଲା ଶିଡ଼ି ତଳେ ନିଆଁ ଲାଗିଥିବା ଜଣାପଡ଼ିଛି। ଏହାକୁ ନେଇ ଡାକ୍ତରଖାନାରେ ଭୟର ବାତାବରଣ ଖେଳିଯାଇଥିଲା। ତେବେ ନିଆଁ ଲାଗିଥିବା ଜଣାପଡ଼ିବା ପରେ ପାଖ ଓ୍ବାର୍ଡରୁ ସମସ୍ତ ରୋଗୀଙ୍କୁ ତୁରନ୍ତ ଅନ୍ୟ ଓ୍ବାର୍ଡକୁ ସ୍ଥାନାନ୍ତର କରାଯାଇଛି। ଖବର ପାଇ  ଦମକଳ ବାହିନୀ ଡାକ୍ତରଖାନାରେ ପହଞ୍ଚି ନିଆଁକୁ ଆୟତ୍ତ କରିଛି। ଶର୍ଟସର୍କିଟ ଯୋଗୁ ଏହି ଅଗ୍ନିକାଣ୍ଡ ଘଟିଥିବା ସୂଚନା ମିଳିଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories