www.samajalive.in
Saturday, December 13, 2025
26.1 C
Bhubaneswar

କୁମ୍ଭୀର ଆକ୍ରମଣରେ ବାଳକର ମୃତ୍ୟୁ ଘଟଣା: ମୁଖ୍ୟମନ୍ତ୍ରୀଙ୍କ ଗଭୀର ଶୋକ, ୬ ଲକ୍ଷ ଟଙ୍କା ସହାୟତା ଘୋଷଣା

ଭୁବନେଶ୍ୱର: ଅନୁଗୁଳ ଜିଲାର ଟିକରପଡା ଠାରେ ମହାନଦୀରେ କୁମ୍ଭୀର ଆକ୍ରମଣରେ ଗୋଟିଏ ବାଳକର ମୃତ୍ୟୁ ଘଟଣା ରେ ମୂଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିବା ସହ ପରିବାର ବର୍ଗଙ୍କ ପ୍ରତି ସମବେଦନା ପ୍ରକାଶ କରିଛନ୍ତି।

ଏହା ସହିତ ମୃତ ବାଳକର ପରିବାରର ନିକଟତମ ଆତ୍ମୀୟ ଙ୍କୁ ୬ ଲକ୍ଷ ଟଙ୍କାର ଅନୁକମ୍ପା ମୂଳକ ସହାୟତା ଯୋଗାଇ ଦେବାକୁ ମଧ୍ୟ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।

- Advertisement -

ଅନୁଗୁଳ ସାତକୋଶିଆ ଗଣ୍ଡ ନିକଟ ଟିକରପଡା ଗାଁରେ ଅଘଟଣ ଘଟିଥିଲା। ଜଣେ ନାବାଳକ ମହାନଦୀକୁ ଶୌଚ ପାଇଁ ଯାଇଥିବା ବେଳେ ତାଙ୍କୁ କୁମ୍ଭୀର ଟାଣି ନେଇଥିଲା। ମୃତ ନାବାଳକ ଘାଟସାହିର ସମୀର ନାଏକ ଏବଂ ତାଙ୍କ ବୟସ ୮ବର୍ଷ ହେବ ବୋଲି ସୂଚନା ମିଳିଛି ।

Hot this week

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

ସିମ୍ ବାଇଣ୍ଡିଂ କ’ଣ? ଯାହାକୁ ନେଇ ଚିନ୍ତାରେ…

ନୂଆଦିଲ୍ଲୀ : ଦୂରସଞ୍ଚାର ବିଭାଗ ହ୍ୱାଟ୍ସଆପ୍, ଟେଲିଗ୍ରାମ୍, ସିଗନାଲ୍ ଏବଂ ସ୍ନାପଚାଟ୍...

କ୍ଷମା ମାଗିଲେ ମମତା

ସମାଜ ଲାଇଭ ଡ଼େସ୍କ : ମେସିଙ୍କ ଗସ୍ତ ପରେ କଲକାତା ସଲ୍ଟ...

Related Articles

Popular Categories