www.samajalive.in
Sunday, December 7, 2025
14.1 C
Bhubaneswar

ସେନା ମୁଖ୍ୟ ଭାବେ ଦାୟିତ୍ବ ନେଲେ ଜେନେରାଲ ଉପେନ୍ଦ୍ର ଦ୍ଵିବେଦୀ

ନୂଆଦିଲ୍ଲୀ: ଜେନେରାଲ ଉପେନ୍ଦ୍ର ଦ୍ଵିବେଦୀ ରବିବାର ୩୦ତମ ସେନା ମୁଖ୍ୟ ଭାବରେ ଦାୟିତ୍ବ ଗ୍ରହଣ କରିଛନ୍ତି। ବର୍ତ୍ତମାନର ସେନା ମୁଖ୍ୟ ଜେନେରାଲ ମନୋଜ ପାଣ୍ଡେ ଆଜି ଅବସର ନେଇଛନ୍ତି। ଚୀନ ଓ ପାକିସ୍ତାନ ସୀମାରେ ବ୍ୟାପକ ସୁରକ୍ଷା ପରିଚାଳନାଗତ ଅଭିଜ୍ଞତା ଥିବା ଜେନେରାଲ୍ ଦ୍ୱିବେଦୀ ପୂର୍ବରୁ ସେନା ଉପମୁଖ୍ୟ ଭାବରେ କାର୍ଯ୍ୟରତ ଥିଲେ।

Hot this week

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

Related Articles

Popular Categories