www.samajalive.in
Saturday, December 13, 2025
26.1 C
Bhubaneswar

ଦେଖନ୍ତୁ ଭିଡିଓ: କେଦାରନାଥ ମନ୍ଦିର ପଛରେ ହିମ ସ୍ଖଳନ

ସମାଜ ଡିଜିଟାଲ ଡେସ୍କ: କେଦାରନାଥ ମନ୍ଦିର ପଛପଟ ପାହାଡ଼ରେ ଘଟିଛି ହିମ ସ୍ଖଳନ। ଏହାର ଏକ ଭିଡିଓ ସାମ୍ନାକୁ ଆସିଛି। ମନ୍ଦିର ପଛପଟେ ଥିବା ଗାନ୍ଧୀ ସରୋବର ନିକଟ ପାହାଡ଼ରୁ ବିରାଟ ଆକାରର ବରଫ ଅତଡ଼ା ତଳକୁ ଧସିଛି। ଏହି ସମୟରେ ବହୁ ସଂଖ୍ୟାରେ ଶ୍ରଦ୍ଧାଳୁ ମନ୍ଦିରରେ ଦର୍ଶନ ପାଇଁ ଭିଡ଼ ଜମାଇଥିଲେ। ଏହି ଘଟଣାରେ କୌଣସି କ୍ଷୟକ୍ଷତି ସମ୍ପର୍କରେ ସୂଚନା ମିଳିନାହିଁ। କିନ୍ତୁ ମନ୍ଦିରର କୌଣସି କ୍ଷତି ହୋଇ ନ ଥିବା ସୂଚନା ମିଳିଛି।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories