www.samajalive.in
Saturday, December 6, 2025
26.1 C
Bhubaneswar

ସମସ୍ତ ଭତ୍ତା ହେବ ୩ହଜାର ଟଙ୍କା: ପ୍ରସ୍ତୁତି ଚାଲିଛି

ଭୁବନେଶ୍ୱର: ରାଜ୍ୟରେ ସମସ୍ତ ଭତ୍ତା ୩ହଜାର ଟଙ୍କା ବୃଦ୍ଧି ନେଇ ନିଷ୍ପତି ହୋଇଛି । ଏନେଇ ପ୍ରସ୍ତୁତି ଚାଲିଥିବା ସାମାଜିକ ସଶକ୍ତିକରଣ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି । ବାର୍ଦ୍ଧକ୍ୟ, ବିଧବା, ଦିବ୍ୟାଙ୍ଗ ଭତ୍ତା ୩ହଜାର ଟଙ୍କା ବୃଦ୍ଧି ହେବ ବୋଲି ପ୍ରସ୍ତୁତି ଚାଲିଛି । ମନ୍ତ୍ରୀ କହିଛନ୍ତି ଯେ ବଜେଟରେ କେତେ ଆସୁଛି ଦେଖିବୁ, ଅର୍ଥ ବିଭାଗର କ୍ଲିୟରାନ୍ସ ନେବୁ ଏବଂ ପରବର୍ତ୍ତୀ ପର୍ଯ୍ୟାୟରେ ଏହାକୁ କାର୍ଯ୍ୟକାରୀ କରିବୁ ।

Hot this week

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

ମୋବାଇଲ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ସୋର: ସୋର ଥାନା ମୁବାରକପୁର ଗାଁରେ ଅଘଟଣ। ପାରିବାରିକ କଳହକୁ କେନ୍ଦ୍ର...

‘ବାବୁଜୀ ଥିଲେ ଗୁରୁ ଶିଷ୍ୟ ପରମ୍ପରାରେ ଶ୍ରେଷ୍ଠ ନିଦର୍ଶନ’

ଗୁରୁଡ଼ିଝାଟିଆ: ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ ‘ସମାଜ’ର...

ବିଛଣା ପାଖରେ ଔଷଧ ରଖୁଛନ୍ତି କି ?

ନୂଆଦିଲ୍ଲୀ: ଏମିତି ଅନେକ ଲୋକ ଅଛନ୍ତି, ଯେଉଁମାନେ ଔଷଧ ଖାଆନ୍ତି ଏବଂ...

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

Related Articles

Popular Categories