www.samajalive.in
Monday, December 8, 2025
16.1 C
Bhubaneswar

ଅପରାହ୍ଣ ୪ଟା ମୁଖ୍ୟ ଖବର

ରଥଯାତ୍ରା ପାଇଁ ଦୁଇ ଦିନ ଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ..

ଚଳିତ ଥର ଦୁଇ ଦିନ ଧରି ରଥଯାତ୍ରା ହେବାକୁ ଥିବାରୁ ସରକାରୀ ଭାବେ ଦୁଇ ଦିନ ଛୁଟି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ..

- Advertisement -

ସମସ୍ତ ଭତ୍ତା ହେବ ୩ହଜାର ଟଙ୍କା..

ବାର୍ଦ୍ଧକ୍ୟ, ବିଧବା, ଦିବ୍ୟାଙ୍ଗ ଭତ୍ତା ୩ହଜାର ଟଙ୍କା ହେବ..

ରାଜଧାନୀରେ ନାବାଳିକାକୁ ଦୁଷ୍କର୍ମ ଘଟଣା ..

ବିଳମ୍ବରେ ଜଳଖିଆ କଲେ ସାବଧାନ୍ ; ୯୦% ଲୋକ ଜାଣନ୍ତି ନାହିଁ ସଠିକ୍ ସମୟ..

ଏୟାରଫିଲ୍ଡ ଥାନା ଅଞ୍ଚଳରୁ ଅଭିଯୁକ୍ତକୁ ଗିରଫ କଲା ପୁଲିସ୍

ଗୁରୁତର ନାବାଳିକା କଟକ ଏସସିବି ମେଡିକାଲରେ ଚିକିତ୍ସାଧୀନ..

ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ରଥଯାତ୍ରା ସମନ୍ୱୟ ବୈଠକ ଅନୁଷ୍ଠିତ..

ରଥଯାତ୍ରା ପାଇଁ ଦୁଇ ଦିନ ଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ..

ପୁରୀରେ ସମୀକ୍ଷା ବୈଠକ ପରେ ଘୋଷଣା..

ଛୁଟି ନେଇ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ କରିବାକୁ ଅଧିକାରୀଙ୍କୁ ନିର୍ଦ୍ଦେଶ..

ଏହି ଦିଗକୁ ମୁଣ୍ଡ କରି ଶୋଇଲେ କମିଥାଏ ଆୟୁ..

ରାଜଗାଙ୍ଗପୁର : ସୁନା ଦୋକାନରୁ ଲକ୍ଷାଧିକ ଟଙ୍କାର ଅଳଙ୍କାର ଲୁଟ୍ ..

ରାଜ୍ୟରେ ବଢିବ ବର୍ଷା: ଉପକୂଳରୁ ପଶ୍ଚିମ, ଉତ୍ତରରୁ ଦକ୍ଷିଣ ସବୁଠି ଜାରି ରହିବ ବର୍ଷା..

ବିଜୁଳି ଘଡଘଡି ନେଇ ୧୧ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି..

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories