www.samajalive.in
Sunday, December 7, 2025
14.1 C
Bhubaneswar

ଉତ୍ତରପ୍ରଦେଶରେ ବଡ ଅଘଟଣ ; ସତସଙ୍ଗରେ ଦଳାଚକଟାରେ ୨୭ ମୃତ

ଲଖନଉ : ଉତ୍ତରପ୍ରଦେଶ ଏକ ସତସଙ୍ଗରେ ଦଳାଚକଟାରେ ୨୭ ଜଣଙ୍କ ଜୀବନ ଚାଲି ଯାଇଛି। ହାଥରସ୍ ଫୁଲୁରୀ ଗାଁରେ ସତସଙ୍ଗ ବେଳେ ଏହି ଦଳାଚକଟା ଘଟିଥିବା ନେଇ ମଙ୍ଗଳବାର ଖବର ସାମ୍ନାକୁ ଆସିଛି। ମୃତକଙ୍କ ମଧ୍ୟରେ ୧୯ ଜଣ ମହିଳା, ୩ ଜଣ ଶିଶୁ ଓ ଜଣେ ପୁରୁଷ ଥିବା ପ୍ରାଥମିକ ତଦନ୍ତରୁ ଜଣାପଡିଛି। ଅନେକ ଲୋକ ଆହତ ହେବାର ଖବର ମଧ୍ୟ ଅଛି। ଶିଶୁ ଓ ମହିଳାଙ୍କୁ ଡାକ୍ତରଖାନା ନିଆଯାଇଛି।

ଦେଖନ୍ତୁ ଭିଡିଓ ; ସୁନା ଦୋକାନରେ ବୁଲାଇଲେ କଳା କନା

Hot this week

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

Related Articles

Popular Categories