www.samajalive.in
Monday, December 8, 2025
14.1 C
Bhubaneswar

ଦରଦାମ୍ ବୃଦ୍ଧି ନିୟନ୍ତ୍ରଣ ନହେଲେ ରାସ୍ତାକୁ ଓହ୍ଲାଇବ ବିଜେଡି

ଭୁବନେଶ୍ୱର : ବୁଧବାର ବିଜେଡି ପକ୍ଷରୁ ସାମ୍ବାଦିକ ସମ୍ମିଳନୀ କରାଯାଇଛି। ଦରଦାମ୍ ବୃଦ୍ଧିକୁ ନେଇ ଶଙ୍ଖ ଭବନରେ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଛି। ବୃଦ୍ଧି ପାଉଥିବା ଦରଦାମ୍ ନିୟନ୍ତ୍ରଣ ପାଇଁ ବିଜେଡି ପକ୍ଷରୁ ଦାବି କରାଯାଇଛି। ଏହା ସାଧାରଣ ଲୋକଙ୍କ ମୁଣ୍ଡ ବିନ୍ଧାର କାରଣ ପାଲଟିଥିବା ବେଳେ ଦରଦାମ୍ ପାଇଁ ଲୋକେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଦରଦାମ୍ ନିୟନ୍ତ୍ରଣ ନହେଲେ ଦଳ ଆନ୍ଦୋଳନକୁ ଓହ୍ଲାଇବ ବୋଲି କୁହାଯାଇଛି। ସରକାର ଦରଦାମ୍ ନିୟନ୍ତ୍ରଣ କରନ୍ତୁ। ଅସାଧୁ ବେପାରୀଙ୍କ ପାଇଁ ଅତ୍ୟାବଶ୍ୟକ ସାମଗ୍ରୀ ଦରଦାମ୍ ବୃଦ୍ଧି ହେଉଥିବା କୁହାଯାଇଛି। ବେଆଇନ ଭାବେ ସାମଗ୍ରୀ ଗଚ୍ଛିତ ରଖୁଥିବାରୁ ଦରଦାମ୍ ବୃଦ୍ଧି ନେଇ ଅଭିଯୋଗ ହୋଇଛି।

ହାଥରସରେ ଏଯାଏଁ ୧୨୧ ମୃତ ; ଏଥିପାଇଁ ଘଟିଥିଲା ଅଘଟଣ, ଚାଲିଗଲା ଗୋଟିଏ ପରେ ଗୋଟିଏ ଜୀବନ..

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories