www.samajalive.in
Monday, December 8, 2025
27.1 C
Bhubaneswar

୫ ଦିନ ବର୍ଷିବ ; ଏସବୁ ଜିଲାକୁ ସତର୍କ ସୂଚନା ଜାରି..

ଭୁବନେଶ୍ୱର : ରାଜ୍ୟରେ ୫ ଦିନ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ବୁଧବାର ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ୬ ଏବଂ ୭ ତାରିଖ ବେଳକୁ କିଛି ଜିଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏନେଇ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତିଙ୍କ ପକ୍ଷରୁ ସୂଚନା ମିଳିଛି। ଉତ୍ତର ବାଂଲାଦେଶ ଏବଂ ପାଶ୍ୱର୍ବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହି ଘୂର୍ଣ୍ଣିବଳୟ ପ୍ରଭାବରେ ୫ ଦିନ ପର୍ଯ୍ୟନ୍ତ ବର୍ଷା ଲାଗି ରହିବା ସମ୍ଭାବନା ରହିଛି। ମୟୁରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ, ଝାରସୁଗୁଡା, ଅନୁଗୁଳକୁ ବର୍ଷା ପାଇଁ ହଳଦିଆ ସତର୍କ ସୂଚନା ଜାରି କରାଯାଇଛି। ସମ୍ବଲପୁର, ବରଗଡ, ମାଲକାନଗିରି, କୋରାପୁଟ, ରାୟଗଡା ଓ ଗଜପତିକୁ ମଧ୍ୟ ହଳଦିଆ ସତର୍କ ସୂଚନା ଜାରି କରାଯାଇଛି।

ଗୋଇଠି ଫାଟିବା ଦିଏ ଏହି ମାରାତ୍ମକ ରୋଗର ସଙ୍କେତ: କରନ୍ତୁ ନାହିଁ ଅଣଦେଖା..

Hot this week

ବଢିଛି ଡିଜିଟାଲ ଆରେଷ୍ଟ

ଭୁବନେଶ୍ଵର: ବିଜେପି ସରକାରରେ ବଢିଛି ଡିଜିଟାଲ ଆରେଷ୍ଟ। ଆଜି ଏ ନେଇ...

ଆମେରିକା ସହିତ ଶାନ୍ତି ଆଲୋଚନା ସହଜ ନୁହେଁ : ଜେଲେନସ୍କି

ସମାଜ ଲାଇଭ ଡେସ୍କ : ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କହିଛନ୍ତି...

୪ ବର୍ଷରେ ନଦୀରେ ବୁଡି ୧୭୫୦ ମୃତ

ଭୁବନେଶ୍ଵର : ୪ ବର୍ଷରେ ନଦୀରେ ବୁଡି ଯାଇଛି ୧୭୫୦ ଜୀବନ।...

ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର

ଭୁବନେଶ୍ଵର:ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର। ୨୦୧୭ ମସିହାରୁ ୨୦୧୯ ମସିହା...

ନାବାଳିକା ଆତ୍ମହୁତି ଘଟଣାରେ ସରକାରଙ୍କୁ ନବୀନଙ୍କ ନିଶାଣ

ସମାଜ ଲାଇଭ ଡେସ୍କ : ରାଜଗାଙ୍ଗପୁର ନାବାଳିକା ଆତ୍ମହୁତି ଘଟଣାରେ ଦୁଖ...

Related Articles

Popular Categories