www.samajalive.in
Saturday, December 6, 2025
19.1 C
Bhubaneswar

ଜୁଲାଇ ୨୫ ଯାଏଁ କେ.କବିତା ଓ ମନୀଷ ସିସୋଦିଆଙ୍କ ନ୍ୟାୟିକ ହେପାଜତ ବୃଦ୍ଧି

ଡେସ୍କ: ଦିଲ୍ଲୀ ମଦ ନୀତି ଦୁର୍ନୀତି ମାମଲାରେ ଜେଲରେ ଥିବା ବିଆରଏସ ନେତା କେ.କବିତା ଓ ଦିଲ୍ଲୀର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆଙ୍କ ନ୍ୟାୟିକ ହେପାଜତ ଅବଧି ବୃଦ୍ଧି ପାଇଛି। ଦିଲ୍ଲୀର ରାଉଜ ଏଭିନ୍ୟୁ କୋର୍ଟ ଉଭୟଙ୍କ ନ୍ୟାୟିକ ହେପାଜତ ଅବଧି ଜୁଲାଇ ୨୫ ଯାଏଁ ବୃଦ୍ଧି କରିଛନ୍ତି। ଆଜି ଉଭୟଙ୍କ ନ୍ୟାୟିକ ହେପାଜତ ଶେଷ ହେଉଥିଲା। ଏଥିପାଇଁ ତାଙ୍କୁ କୋର୍ଟରେ ହାଜର କରାଯାଇଥିଲା। ସ୍ୱତନ୍ତ୍ର ବିଚାରପତି କାଭେରୀ ବାୱେଜା ନ୍ୟାୟିକ ହେପାଜତ ବୃଦ୍ଧ ପାଇଁ ନିର୍ଦ୍ଦେଶ ଦେଇଛନ୍ତି।

Hot this week

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

Related Articles

Popular Categories