www.samajalive.in
Saturday, December 6, 2025
26.1 C
Bhubaneswar

ଜ୍ୱରରୁ ସୁସ୍ଥ ହେଲେ ଶ୍ରୀଜୀଉ ; ହେଲା ରାଜପ୍ରାସାଦ ବିଜେ ନୀତି

ପୁରୀ : ଜ୍ୱରରୁ ସୁସ୍ଥ ହେଲେ ଶ୍ରୀଜୀଉ। ହେଲା ରାଜପ୍ରାସାଦ ବିଜେ ନୀତି। ମହାପ୍ରଭୁଙ୍କ ସୁସ୍ଥ ଖବର ନେଇ ରାଜପ୍ରାସାଦରେ ପହଞ୍ଚିଲେ ସେବାୟତ। ଶ୍ରୀଜୀଉଙ୍କ ସୁସ୍ଥ ଖବର ନେଇ ମହାରାଜାଙ୍କୁ ସେବାୟତ ଜଣାଇଛନ୍ତି। ଗୁପ୍ତ ଉପଚାର ପରେ ଜ୍ୱରରେ ପୀଡିତ ଶ୍ରୀଜୀଉ ଏବେ ସମ୍ପୂର୍ଣ୍ଣ ସୁସ୍ଥ ହୋଇଛନ୍ତି।

୫ ଦିନ ବର୍ଷିବ ; ଏସବୁ ଜିଲାକୁ ସତର୍କ ସୂଚନା ଜାରି..


ସୂଚନା ଯୋଗ୍ୟ,ଗୁପ୍ତ ଉପଚାର ପରେ ଜ୍ୱରରେ ପୀଡିତ ଶ୍ରୀଜୀଉ ସୁସ୍ଥ ହୋଇଛନ୍ତି। ଦଇତାପତି ସେବକମାନେ ଏକ ରୂପା ଥାଳିରେ କରାଳ ଚନ୍ଦନ, ଚନ୍ଦନ ଓ ପାଟ ଡୋର ଧରି ରାଜପ୍ରସାଦକୁ ଯାଇ ସେଠାରେ ଗଜପତି ମହାରାଜା ଦିବ୍ୟ ସିଂହ ଦେବଙ୍କୁ ପ୍ରସାଦ ସେବନ ପରେ ଦଇତାପତି ସେବକମାନେ ମହାପ୍ରଭୁଙ୍କ ସୁସ୍ଥତା ସମ୍ପର୍କରେ ଗଜପତିଙ୍କୁ ଜଣାଇଛନ୍ତି। ଆସନ୍ତା ୭ ତାରିଖରେ ମହାପ୍ରଭୁଙ୍କର ବିଶ୍ଵ ପ୍ରସିଦ୍ଧ ଘୋଷଯାତ୍ରା ଅନୁଷ୍ଠିତ ହେବ।

Hot this week

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

ମୋବାଇଲ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ସୋର: ସୋର ଥାନା ମୁବାରକପୁର ଗାଁରେ ଅଘଟଣ। ପାରିବାରିକ କଳହକୁ କେନ୍ଦ୍ର...

‘ବାବୁଜୀ ଥିଲେ ଗୁରୁ ଶିଷ୍ୟ ପରମ୍ପରାରେ ଶ୍ରେଷ୍ଠ ନିଦର୍ଶନ’

ଗୁରୁଡ଼ିଝାଟିଆ: ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ ‘ସମାଜ’ର...

Related Articles

Popular Categories