www.samajalive.in
Saturday, December 6, 2025
26.1 C
Bhubaneswar

ସନ୍ଧ୍ୟା ୬ଟା ମୁଖ୍ୟ ଖବର

ଆଇସିସି ପକ୍ଷରୁ ସଦ୍ୟତମ ଟି-୨୦ ରାଙ୍କିଙ୍ଗ୍‌ ପ୍ରକାଶିତ.. ହାର୍ଦ୍ଦିକ ପାଣ୍ଡ୍ୟା ବିଶ୍ୱର ନଂ୧ ଅଲରାଉଣ୍ଡର..

ଜୁଲାଇ ୨୫ ଯାଏଁ କେ.କବିତା ଓ ମନୀଷ ସିସୋଦିଆଙ୍କ ନ୍ୟାୟିକ ହେପାଜତ ବୃଦ୍ଧି..

- Advertisement -

ରତ୍ନଭଣ୍ଡାର ଖୋଲିବା ପ୍ରସଙ୍ଗ.. ଦିନେ ଦୁଇ ଦିନ ମଧ୍ୟରେ ତାରିଖ ଘୋଷଣା ହେବ କହିଲେ ଆଇନ ମନ୍ତ୍ରୀ..

ବଦଳିପାରେ ‘ମୋ ବସ୍‌’ ନାଁ.. ହୋଇପାରେ ‘ଆମ ବସ୍‌‌’..

ବାର୍ବାଡସ ଛାଡ଼ିଲେ ଟିମ୍ ଇଣ୍ଡିଆ ଖେଳାଳି.. ଗୁରୁବାର ସକାଳ ୬ଟା ୨୦ରେ ନୂଆଦିଲ୍ଲୀରେ ପହଞ୍ଚିବେ.. ଅପେକ୍ଷାରେ ରହିଛନ୍ତି ପ୍ରଶଂସକ..

ଭିଜିଲାନ୍ସ ଜାଲରେ ଖଣ୍ଡପଡ଼ା ତହସିଲଦାର..

ଓଡ଼ିଶା ହାଇକୋର୍ଟର ବିଚାରପତି ଜଷ୍ଟିସ ବିଦ୍ୟୁତ ରଞ୍ଜନ ଷଡ଼ଙ୍ଗୀ ହେଲେ ଝାଡଖଣ୍ଡ ହାଇକୋର୍ଟର ମୁଖ୍ୟ ବିଚାରପତି..

ଜ୍ୱରରୁ ସୁସ୍ଥ ହେଲେ ଶ୍ରୀଜୀଉ.. ହେଲା ରାଜପ୍ରାସାଦ ବିଜେ ନୀତି.. ମହାପ୍ରଭୁଙ୍କ ସୁସ୍ଥ ଖବର ନେଇ ରାଜପ୍ରାସାଦରେ ପହଞ୍ଚିଲେ ସେବାୟତ.. ଶ୍ରୀଜୀଉଙ୍କ ସୁସ୍ଥ ଖବର ନେଇ ମହାରାଜାଙ୍କୁ ଜଣାଇଲେ..

କଙ୍ଗାରୁକୋର୍ଟରେ ନିର୍ଯାତନା ପରେ ଏସିଡ୍ ପିଇ ମହିଳାଙ୍କ ଆତ୍ମହତ୍ୟା.. ପଶ୍ଚିମବଙ୍ଗର ଜଳପାଇଗୁଡ଼ି ଜିଲାରେ ଘଟିଛି ଘଟଣା, ୪ ଅଭିଯୁକ୍ତ ଗିରଫ..

ଜାମିନ ପାଇଁ ହାଇକୋର୍ଟ ଗଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲ.. ଶୁକ୍ରବାର ହେବ ପିଟିସନର ଶୁଣାଣି.. ..

ରାଜ୍ୟରେ ୫ ଦିନ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ପାଣିପାଗ ବିଭାଗର ପୂର୍ବାନୁମାନ..

Hot this week

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

Related Articles

Popular Categories