www.samajalive.in
Sunday, December 14, 2025
26.1 C
Bhubaneswar

ପୂର୍ବତନ ବିଧାୟକ ଆଦିତ୍ୟ ମାଢିଙ୍କ ପରଲୋକ

ମାଲକାନଗିରି: ମାଲକାନଗିରିର ପୂର୍ବତନ ବିଧାୟକ ଆଦିତ୍ୟ ମାଢ଼ିଙ୍କ ପରଲୋକ ହୋଇଯାଇଛି। ତାଙ୍କୁ ମାତ୍ର ୪୯ ବର୍ଷ ହୋଇଥିଲା। ସେ ଦୀର୍ଘ ଦିନ ଧରି କିଡନୀ ରୋଗରେ ଆକ୍ରାନ୍ତ ଥିଲେ। ତାଙ୍କର ୨ଟି ଯାକ କିଡନୀ ନଷ୍ଟ ହୋଇଯାଇଥିବାବେଳେ ଦୁଇବର୍ଷ ତଳେ କିଡନୀ ପ୍ରତ୍ୟାରୋପଣ କରାଯାଇଥିଲା। ବୁଧବାର ତାଙ୍କର ମୃତ୍ୟୁ ଘଟିଛି। ସେ ୨୦୧୯ରୁ ୨୦୨୪ ପର୍ଯ୍ୟନ୍ତ ମାଲକାନଗିରି ନିର୍ବାଚନମଣ୍ଡଳୀର ବିଜେପି ବିଧାୟକ ଭାବେ କାର୍ଯ୍ୟ ତୁଲାଇଥିଲେ। ତାଙ୍କ ବିୟୋଗରେ ମାଲକାନଗିରି ଜିଲାରେ ଶୋକର ଛାୟା ଖେଳିଯାଇଛି।

Hot this week

କିସ୍‌ ଗସ୍ତ କରିବେ ଓଏସସିପିସିଆର

ସମାଜଲାଇଭ ଡେସ୍କ: କିସ୍‌ ଛାତ୍ର ମୃତ୍ୟୁ ଘଟଣାର ତଦନ୍ତ ପାଇଁ କିସ୍...

ଧାନ କଟା ମେସିନରେ କଟିଗଲେ ଯୁବଚାଷୀ

ସମାଜ ଲାଇଭ ଡେସ୍କ :ବାଲେଶ୍ଵର ରେ ଧାନକଟା ମେସିନ୍ ରେ  କଟି...

ଧାନ ଜମିରେ ଜଳିଗଲେ ଚାଷୀ

ସମାଜଲାଇଭ ଡେସ୍କ: ଧାନ ଜମିରେ ଜଳିଗଲେ ଚାଷୀ। ପୁରୀ ଜିଲା ପିପିଲି...

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

Related Articles

Popular Categories