www.samajalive.in
Sunday, December 14, 2025
26.1 C
Bhubaneswar

ହରଭଙ୍ଗା ବ୍ଲକ ସାମ୍ବାଦିକ ସଙ୍ଘ କାର୍ଯ୍ୟାଳୟ ଉଦଘାଟିତ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ସଦରମହକୁମା ଚାରିଛକଠାରେ ହରଭଙ୍ଗା ବ୍ଲକ ସାମ୍ବାଦିକ ସଙ୍ଘ କାର୍ଯ୍ୟାଳୟ ବୁଧବାର ଉଦଘାଟିତ ହୋଇଯାଇଛି। ଏଥିରେ ମୁଖ୍ୟଅତିଥିଭାବେ ହରଭଙ୍ଗା ବ୍ଲକ ଅଧ୍ୟକ୍ଷା ସ୍ନେହଲତା ପ୍ରଧାନ ଯୋଗଦେଇ ଫିତାକାଟି କାର୍ଯ୍ୟାଳୟକୁ ଉଦଘାଟନ କରିଥିଲେ। ଅନ୍ୟତମ ଅତିଥିଭାବେ ହରଭଙ୍ଗା ବିଡିଓ ଶରତ କୁମାର ସେଠୀ, ପୁରୁଣାକଟକ ଥାନା ଆଇଆଇସି ଶାରଦା ପ୍ରସନ ଦାଶ ଯୋଗଦେଇଥିଲେ। ଏହି ଅବସରରେ ସଙ୍ଘ ସଭାପତି ନରେନ୍ଦ୍ର କୁମାର ସାହୁ, ଉପସଭାପତି ପ୍ରୀତିରଞ୍ଜନ ଦାସ, ସମ୍ପାଦକ ତୁଷାରକାନ୍ତ ସାହୁ, ସହ ସମ୍ପାଦକ ଦୁଯ୍ୟୋଧନ ବିଶି, ଉପଦେଷ୍ଟା ସୁରେନ କୁମାର ପ୍ରଧାନ, ରତ୍ନାକର ବେହେରା, ଅଜିତ କୁମାର ବାରିକ, ସୌମ୍ୟରଞ୍ଜନ ସାହୁ, ମାନସ ରଞ୍ଜନ ମହାରଥା ପ୍ରମୁଖଙ୍କ ସହ ସମସ୍ତ କର୍ମକର୍ତ୍ତା ଉପସ୍ଥିତ ଥିଲେ। ଆଗାମୀ ଦିନରେ ସଙ୍ଘ ପକ୍ଷରୁ ବ୍ୟାପକ ବନିକରଣ ଦିଗରେ ପଦକ୍ଷେପ ଗ୍ରହଣ କରାଯିବ।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories