www.samajalive.in
Saturday, December 6, 2025
15.1 C
Bhubaneswar

ମାଈହାତୀର ମୃତଦେହ ଠାବ

ସମ୍ବଲପୁର : ସମ୍ବଲପୁରରେ ଗୋଟିଏ ମାଈହାତୀର ମୃତଦେହ ଠାବ ହୋଇଛି। ସଦର ଫରେଷ୍ଟ ରେଞ୍ଜ ଝାଙ୍କରବାହାଲି ବଦୁଆପାଲି ଅଞ୍ଚଳରେ ଏହି ଘଟଣା ଘଟିଥିବା ଗୁରୁବାର ସାମ୍ନାକୁ ଆସିଛି। ଖବର ପାଇ ଘଟଣାସ୍ଥଳରେ ବନବିଭାଗର ଅଧିକାରୀ ଓ କର୍ମଚାରୀ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛନ୍ତି। ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ହାତୀର ମୃତ୍ୟୁ ଘଟିଛି ବୋଲି ସନ୍ଦେହ କରାଯାଉଛି। ଘଟଣାର ତଦନ୍ତ ଜଣେ ଏସିଏଫ୍ କରୁଛନ୍ତି ବୋଲି ସମ୍ବଲପୁର ଡିଏଫଓ କହିଛନ୍ତି। ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ହାତୀମୃତ୍ୟୁର କାରଣ ସ୍ପଷ୍ଟ ହେବ।

ସରକାରୀ କାର୍ଯ୍ୟରେ ଓଡିଆ ଭାଷାର ବ୍ୟାପକ ବ୍ୟବହାର କରାଯିବ – ମୁଖ୍ୟମନ୍ତ୍ରୀ..

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories