www.samajalive.in
Friday, December 5, 2025
17.1 C
Bhubaneswar

ମଧ୍ୟାହ୍ନ ୧୨ଟା ମୁଖ୍ୟ ଖବର

କାକଟପୁର ପୂର୍ବତନ ବିଜେଡି ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ସୁରେନ୍ଦ୍ରନାଥ ନାୟକଙ୍କ ଦେହାନ୍ତ..

୯୩ ବର୍ଷ ବୟସରେ ଭୁବନେଶ୍ବର ସ୍ଥିତ ବାସଭବନରେ ଦେହାନ୍ତ..

- Advertisement -

ବ୍ରିଟେନ ନିର୍ବାଚନ: ବାଜି ମାରିଲା ଲେବର ପାର୍ଟି..

ନିର୍ବାଚନରେ କେର୍‍ ଷ୍ଟାର୍ମରଙ୍କ ଲେବର ପାର୍ଟିକୁ ବହୁମତ..

ଲେବର ପାର୍ଟି ୩୫୮ଆସନ, କଞ୍ଜରଭେଟିଭ ପାର୍ଟିକୁ ୮୧ଆସନ..

ଖୁସି ଖବର ; ଜୁଲାଇରୁ ଶସ୍ତା ହୋଇପାରେ ଏସବୁ ଜରୁରୀ ଔଷଧର ଦାମ୍..

ପରାଜୟ ସ୍ୱୀକାର କଲେ ଋଷି ସୁନକ..

ହାରିବା ପରେ କେର୍‍ ଷ୍ଟାର୍ମରଙ୍କୁ ଶୁଭେଚ୍ଛା ଜଣାଇଲେ ଋଷି ସୁନକ..

ହାତ୍ରାସରେ ପୀଡିତଙ୍କ ପରିବାରକୁ ଭେଟିଲେ କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ..

ଧାର୍ମିକ ସମାବେଶ ବେଳେ ହୋଇଥିବା ଦଳାଚକଟା ଘଟଣାର ଅନୁଧ୍ୟାନ ପାଇଁ ପହଞ୍ଚିଛନ୍ତି ରାହୁଲ..

Hot this week

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

Related Articles

Popular Categories