www.samajalive.in
Sunday, December 7, 2025
14.1 C
Bhubaneswar

କମିଶନରେଟ ପୁଲିସ ଅଫିସ ଘେରାଉ କଲା ଛାତ୍ର ଓ ଯୁବ କଂଗ୍ରେସ କର୍ମୀ

ଭୁବନେଶ୍ୱର: ରାହୁଲ ଗାନ୍ଧୀଙ୍କ ପୋଷ୍ଟରରେ ଗୋବର ମାଡ ଘଟଣାର ପ୍ରତିବାଦ କରି ଛାତ୍ର ଓ ଯୁବ କଂଗ୍ରେସ କର୍ମୀମାନେ କମିଶନରେଟ ପୁଲିସ ଅଫିସ ଘେରାଉ କରିଛନ୍ତି । ଗୋବର ମାଡ କରିଥିବା ବିଜେପି କର୍ମୀଙ୍କ ଗିରଫ ଦାବିରେ ଛାତ୍ର କଂଗ୍ରେସ ଘେରାଉ କରିଛି । ନିକଟରେ ରାହୁଲ ଗାନ୍ଧୀଙ୍କ ପୋଷ୍ଟରରେ ବିଜେପି ଯୁବମୋର୍ଚ୍ଚା କର୍ମୀମାନେ ଗୋବର ମାଡ କରିବାବେଳେ ବିଜେପି ଯୁବମୋର୍ଚ୍ଚ ଓ କଂଗ୍ରେସ କର୍ମୀ ମୁହାଁମୁହିଁ ହୋଇଥିଲେ । ଘଟଣାରେ କଂଗ୍ରେସ କର୍ମୀମାନେ ଥାନାରେ ଏତଲା ଦେଇଥିବା ବେଳେ କାହିଁକି ପୁଲିସ ଏଯାଏଁ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିନାହିଁ ବୋଲି ପ୍ରଶ୍ନ କରି କମିଶନରେଟ ପୁଲିସ କାର୍ଯ୍ୟାଳୟକୁ ଘେରାଉ କରିଛନ୍ତି ।

Hot this week

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

Related Articles

Popular Categories