www.samajalive.in
Monday, December 8, 2025
20.1 C
Bhubaneswar

ବବି ଦାସଙ୍କ ନାଁରେ ଏତଲା

ଭୁବନେଶ୍ବର : ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଓରଫ ବବି ଦାସଙ୍କ ନାଁରେ ଲିଖିତ ଅଭିଯୋଗ ହୋଇଛି । ଆଇନଜୀବୀ ସତ୍ୟ ଶିବସୁନ୍ଦର ମହାନ୍ତି କ୍ୟାପିଟାଲ ଥାନାରେ ତାଙ୍କ ବିରୁଦ୍ଧରେ ଅଭିଯୋଗ କରିଛନ୍ତି । ସରକାରୀ ବାସଭବନରେ ଅନୁମତି ନନେଇ ନିର୍ମାଣ କରିଥିବା ଅଭିଯୋଗ କରିଛନ୍ତି ଶିବସୁନ୍ଦର। ଏନେଇ ସ୍ବତନ୍ତ୍ର କମିଟି ଗଢି ଏହାର ଉଚ୍ଚସ୍ତରୀୟ ତଦନ୍ତ ପାଇଁ ମଧ୍ୟ ସେ ଅଭିଯୋଗପତ୍ରରେ ଦାବି କରିଛନ୍ତି ।

ବବିଙ୍କ କ୍ଵାର୍ଟର୍ସ ଭଙ୍ଗା ପ୍ରସଙ୍ଗ: କହିଲେ ଯେମିତି ନେଇଥିଲି, ସେମିତି ଫେରାଇବି

Hot this week

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

ସୂନାମୀ ଆଲର୍ଟ, ଜାପାନ୍‌ରେ ଜୋରଦାର ଭୂମିକମ୍ପ

ଟୋକିଓ - ଜାପାନରେ ଜୋରଦାର ଭୂମିକମ୍ପ ଅନୁଭୂତ ହୋଇଛି । ଜାପାନ...

ଋଷିକୂଲ୍ୟା ଅଞ୍ଚଳରେ ଅତିଥି ଧ୍ରୂବହଂସ

ଗଞ୍ଜାମ: ଶୀତର ଆଗମନରେ  ଋଷିକୁଲ୍ୟା ନଦୀ ମୁହାଣ ଅଞ୍ଚଳରେ ବିଦେଶୀ  ଅତିଥି...

Related Articles

Popular Categories