www.samajalive.in
Tuesday, December 9, 2025
17.1 C
Bhubaneswar

ସନ୍ଧ୍ୟା ୬ଟା ମୁଖ୍ୟ ଖବର

ବିଭିନ୍ନ ରାଜ୍ୟ ପାଇଁ ପ୍ରଭାରୀ ଓ ସହପ୍ରଭାରୀ ନିଯୁକ୍ତ କଲା ବିଜେପି.. ବିଜୟପାଲ ସିଂହ ତୋମାରଙ୍କୁ ଓଡ଼ିଶା ପ୍ରଭାରୀ ଦାୟିତ୍ଵ.. ଲତା ଉସେଣ୍ଡିଙ୍କୁ ଓଡ଼ିଶାର ସହପ୍ରଭାରୀ ଦାୟିତ୍ଵ.. ସାଂସଦ ଅପରାଜିତା ଷଡ଼ଙ୍ଗୀଙ୍କୁ କେରଳ ସହପ୍ରଭାରୀ ଦାୟିତ୍ଵ..

୨୦୨୩-୨୪ରେ ପ୍ରତିରକ୍ଷା ଉତ୍ପାଦ ମୂଲ୍ୟରେ ସର୍ବାଧିକ ଅଭିବୃଦ୍ଧି ହାସଲ କଲା ଭାରତ..

- Advertisement -

ଗଞ୍ଜାମ ଜିଲା ସୋରଡ଼ା ଥାନା ଖୁଣ୍ଟେଶ୍ୱରୀ ପାହାଡ଼ ଉପରେ ଓଲଟିଲା ମିନି ବସ୍.. ଡ୍ରାଇଭରଙ୍କ ସମେତ ୧୩ ଆହତ..

ଓଡ଼ିଶାକୁ ଅଣାଯିବ ୫ ମହାବଳ ବାଘ.. ବନ ବିଭାଗ ପକ୍ଷରୁ ସୂଚନା..

ସୀମାନ୍ତ ଛତିଶଗଡ଼ରେ ପୁଣି ନକ୍ସଲ ହିଂସା.. ପୁଲିସ ଇନଫର୍ମର ସନ୍ଦେହରେ ଜଣେ ଗ୍ରାମବାସୀଙ୍କୁ ଅତି ନିର୍ମମ ଭାବେ କଲେ ହତ୍ୟା..

ଲାଞ୍ଚ ନେଇ ଧରାପଡିଲେ ଆରଆଇ.. ୨୦ହଜାର ଟଙ୍କା ଲାଞ୍ଚ ନେଇ ଧରାପଡିଲେ ଆରଆଇ.. ବେଗୁନିଆ ବ୍ଲକ ସିକୋ ଆରଆଇ ବିଶେଶ୍ୱର ରାୟବେହେରାଙ୍କୁ ଧରିଲା ଭିଜିଲାନ୍ସ..

ବବି ଦାସଙ୍କ ନାଁରେ ଲିଖିତ ଅଭିଯୋଗ.. ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କ ନାଁରେ ଲିଖିତ ଅଭିଯୋଗ.. କ୍ୟାପିଟାଲ ଥାନାରେ ଅଭିଯୋଗ କଲେ ଆଇନଜୀବୀ ସତ୍ୟ ଶିବସୁନ୍ଦର ମହାନ୍ତି.. ସରକାରୀ ବାସଭବନରେ ଅନୁମତି ନ ନେଇ ନିର୍ମାଣ କରିଥିବା ଅଭିଯୋଗ..

ନିଟ୍‍-ପିଜି ୨୦୨୪ର ସଂଶୋଧିତ ପରୀକ୍ଷାସୂଚୀ ପ୍ରକାଶ.. ଅଗଷ୍ଟ ୧୧ରେ ନିଟ୍‍-ପିଜି.. ଅଗଷ୍ଟ ୧୧ରେ ଦୁଇଟି ସିଫ୍ଟରେ ହେବ ପରୀକ୍ଷା..

 

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories