www.samajalive.in
Wednesday, December 10, 2025
16.1 C
Bhubaneswar

ଭିଜିଲାନ୍ସ ଜାଲରେ ତହସିଲଦାର

ରାୟଗଡ଼ା: ଲାଞ୍ଚ ନେଲାବେଳେ ତହସିଲଦାରଙ୍କୁ ଧରିଲା ଭିଜିଲାନ୍ସ।  ଲାଞ୍ଚ ନେଇ ଧରିପଡ଼ିଛନ୍ତି ତହସିଲଦାର। ଲାଞ୍ଚ ନେଉଥିବା ଅଭିଯୋଗ ଆସିବା ପରେ ରାୟଗଡ଼ା ଜିଲା ଚନ୍ଦ୍ରପୁର ତହସିଲଦାର ବିଚ୍ଚିତ୍ରାନନ୍ଦ ନାୟକଙ୍କୁ ଭିଜିଲାନ୍ସ ଗିରଫ କରିଛି। ଗିରଫବେଳେ ଭିଜିଲାନ୍ସ ଟିମକୁ ଗାଡ଼ି ମଡ଼ାଇବାକୁ ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। ରାଜସ୍ବ ବିଭାଗରେ ଯୋଗଦେବାକୁ ଆସିଥିଲାବେଳେ ଭିଜିଲାନ୍ସ ପକ୍ଷରୁ ଅଟକ ରଖାଯାଇଥିଲା। ଏହାପରେ ଭିଜିଲାନ୍ସ ପକ୍ଷରୁ ତାଙ୍କୁ ଗିରଫ କରାଯାଇଥିଲା। ଅପରପକ୍ଷରେ ଚନ୍ଦ୍ରପୁର ତହସିଲଦାର ବିଚ୍ଚିତ୍ରାନନ୍ଦ ନାୟକ କେତେ ଟଙ୍କା ଲାଞ୍ଚ ନେଉଥିଲେ ତାହାର ସ୍ପଷ୍ଟ ସୂଚନା ମିଳିପାରିନାହିଁ। ତେବେ ଭିଜିଲାନ୍ସ ଟିମ ପକ୍ଷରୁ ଜବତ ଟଙ୍କା ହିସାବ କରାଯିବା ପରେ ଗଣମାଧ୍ୟମକୁ ସୂଚନା ଦିଆଯିବ ବୋଲି ପ୍ରକାଶ କରିଛନ୍ତି।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories